ବାର୍‌ହା ଫାସରେ ପଡ଼ିଗଲେ ମହିଳା

ବୁଗୁଡ଼ା,୨୭ା୧୨(ଡି.ଏନ.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଗୌଡିଆ ବରୋଦା ପଞ୍ଚାୟତର ଗାନ୍ଧୀ ଗ୍ରାମରେ ରବିବାର ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାରରେ ଲାଗି ଜଣେ ମହିଳା ଚାଷୀ ଗୁରୁତର ହୋଇଛନ୍ତି। ସେ ହେଲେ ବାବୁଲା ସ୍ବାଇଁଙ୍କ ସ୍ତ୍ରୀ ରଜନୀ (୪୫) l ବାଲିପଦର ପୋଲିସ ରଜନୀଙ୍କୁ ଉଦ୍ଧାର କରି ବୁଗୁଡ଼ା ମେଡିକାଲ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଅପରାହ୍ନରେ ରଜନୀ ତାଙ୍କ ମା’ ସାରିଆ ଜେନାଙ୍କ ସହ ବିଲରେ କଟାଯାଇଥିବା ଧାନ ଘୋଡାଇବାକୁ ଯାଉଥିଲେ। ଆଗରେ ରଜନୀ ଯାଉଥିବା ବେଳେ ପଡିଆ ଭଙ୍ଗାଠାରେ ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାରରେ ଲାଗିଯାଇ ଜଳିଯାଇଥିଲେ। ବୁଗୁଡ଼ା ଥାନା ଅଞ୍ଚଳରେ ସଞ୍ଜ ନଉଁ ନଉଁ ବନ୍ୟ ଜନ୍ତୁ ଶିକାର ପାଇଁ ଦୁର୍ବୃତ୍ତମାନେ ଅନେକ ସ୍ଥାନରେ ବିଦ୍ୟୁତ୍‌ ତାର ବିଛାଉ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୮।୩:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମହିଳା ଓ ପ୍ରସୂତି ବିଭାଗ ରୋଗୀଙ୍କୁ ଠିକ୍‌ ଭାବେ ଅଲଟ୍ରାସାଉଣ୍ଡ ସେବା ମିଳୁନାହିଁ। ଦାୟିତ୍ୱରେ ଥିବା ମହିଳା...

ଶ୍ରମିକଙ୍କ ବିନା ପ୍ରଗତି ଅସମ୍ଭବ

ବଅଁରପାଳ, ୧।୫(ଡି.ଏନ.ଏ.)-ଶ୍ରମିକ ହେଉଛନ୍ତି ରାଷ୍ଟ୍ର ନିର୍ମାତା। ଶ୍ରମଜୀବୀ, ଚାଷୀଙ୍କୁ ବାଦ୍‌ ଦେଇ ଦେଶ ପ୍ରଗତିର ମୂଲ୍ୟାଙ୍କନ କରିବା ନିରର୍ଥକ। ବିକାଶର ସାରଥୀ ଏହି ଦୁଇ ଗୋଷ୍ଠୀଙ୍କୁ...

ଅସନ୍ତୋଷ ଝାଡ଼ିଲେ ସଫେଇ କର୍ମଚାରୀ: ପୌରପାଳିକା ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର

ଅନୁଗୋଳ ଅଫିସ, ୨୦।୧୧-ଅନୁଗୋଳ ପୌରପାଳିକା ଓ ସଫେଇ କାର୍ଯ୍ୟ ଠିକା ନେଇଥିବା ଘରୋଇ ସଂସ୍ଥା ଉପରେ ଅସନ୍ତୋଷ ବ୍ୟକ୍ତ କରିଛି ଅନୁଗୋଳ ଜିଲା ସଫେଇ କର୍ମଜୀବୀ...

ପରିବର୍ତ୍ତନ ହେଲା ଧାନ ସଂଗ୍ରହ ତାରିଖ

ସମ୍ବଲପୁର,୧୫ା୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ସଂଗ୍ରହ ଡିସେମ୍ବର ୨୫ ତାରିଖରେ ଆରମ୍ଭ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଥିଲା। ହେଲେ ଏହାକୁ ପରିବର୍ତ୍ତନ କରାଯାଇଛି। ଡିସେମ୍ବର ୨୨...

ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍‌ କଲା ପ୍ରଶାସନ

ବାଲିଗୁଡ଼ା,୯ା୬(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍‌ଡାଉନ୍‌ ଶଟ୍‌ଡାଉନ୍‌ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ...

ଡମ୍ପର ଚକାତଳେ ମହିଳାଙ୍କ ଜୀବନ ଗଲା: ପ୍ରତିବାଦରେ ରାସ୍ତା ଅବରୋଧ

ଛତିଆ,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ଚମ୍ପାପୁର ରାସ୍ତାରେ ମଙ୍ଗଳବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ କଟକ ଜିଲା...

ଶେରଗଡ଼ ଛକରେ ଚୋରି: ଶଟର ଭାଙ୍ଗି କଳାକନା ବୁଲାଇଲେ ଦୁର୍ବୃତ୍ତ

ରେମୁଣା,୧।୧୧(ଡି.ଏନ.ଏ.)-ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଅଧୀନ ଶେରଗଡ଼ ଛକରେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ଅପରାଧୀମାନେ ଗୋଟିଏ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି।...

କୋଭିଡ୍‌-୧୯ ନୋଡାଲ ଅଫିସରଙ୍କ ଟିଏମ୍‌ସି ପରିଦର୍ଶନ

ଚୌଦ୍ୱାର,୪।୬(ଡି.ଏନ୍‌.ଏ): କଟକ ଜିଲା ଟାଙ୍ଗି-ଚୌଦ୍ୱାର ବ୍ଲକରେ ଥିବା ବିଭିନ୍ନ ଅସ୍ଥାୟୀ ମେଡିକାଲ ସେଣ୍ଟର(ଟିଏମ୍‌ସି)କୁ ଗୁରୁବାର ବୁଲି ଦେଖିଛନ୍ତି କଟକ ଜିଲା କୋଭିଡ୍‌-୧୯ ପାଇଁ ନିଯୁକ୍ତ ନୋଡାଲ...

Advertisement
Archives

Model This Week