୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ ବ୍ରିଜ୍‌ ଉପରେ ଅଟକି ଯାଇଥିଲେ। ତେବେ ବ୍ରିଜ୍‌ ଉପରେ ଇଭୟ ଫଟୋ ଉଠାଇବା ପରେ ସୁବର୍ଣ୍ଣପୁର ସହର ମହାନଦୀ ବ୍ରିଜ୍‌ ଉପରୁ ନବବିବାହିତା ସଙ୍ଗୀତା ପୁଟେଲ(୨୫) ତଳକୁ ଡେଇଁ ପଡ଼ିଥିଲେ। ତେବେ ସୌଭାଗ୍ୟବଶତଃ ସେ ନଈ ପାଣିରେ ପଡ଼ିଥିଲେ। ନଈରେ ଗାଧୋଉ ଥିବା କିଛି ଯୁବକ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ସଙ୍ଗୀତା ସୁସ୍ଥ ଅଛନ୍ତି।

ସୂଚନା ଥାଉକି, ଗତ ୧୩ ତାରିଖରେ ସୋନପୁର ଥାନା କଇଁଫୁଲ ଗ୍ରାମର ପ୍ରମୋଦଙ୍କ ସହିତ ସଙ୍ଗୀତାଙ୍କ ବୈଦିକ ରୀତିରେ ବିବାହ ହୋଇଥଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri