ବାରମ୍ବାର ଟଏଲେଟ ଯିବାରୁ ବିମାନରୁ ମହିଳାଙ୍କୁ ଧକ୍କାଦେଇ ବାହାର କଲେ କ୍ରୁ ମେମ୍ବର

ମେକ୍ସିକୋ ସିଟି,୧୬।୨: ବିମାନରେ ବାରମ୍ବାର ଟଲଲେଟ ଯିବାରୁ ଜଣେ ମହିଳାଙ୍କୁ ବିମାନରୁ ବାହାର କରାଯାଇଛି। ଏନେଇ ମହିଳା ଜଣକ ଅଭିଯୋଗ କରିଛନ୍ତି ଯେ, ବିମାନରେ କ୍ରୁ ମେମ୍ବରମାନେ ତାଙ୍କୁ ଅସଦାଚରଣ କରିଛନ୍ତି। ଏଥିସହ ତାଙ୍କୁ ବିମାନରୁ ଧକ୍କା ଦେଇ ବାହାର କରିଦେଇଛନ୍ତି।

ଏହି ଘଟଣାକୁ ମହିଳାଜଣକ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଓ୍ବେଷ୍ଟଜେଟ୍‌ ବିମାନ ବିରୋଧରେ ଅଭିଯୋଗ ଆଣିଛନ୍ତି। ମହିଳାଜଣକ ହେଲେ କାନାଡାର ସାମ୍ବାଦିକା ଜୋନା ଚିୟୁ। ସେ କହିଛନ୍ତି, ମେକ୍ସିକୋରୁ ଆସୁଥିବା ୱେଷ୍ଟଜେଟ ବିମାନରେ ବସିଥିଲି। ମୋର ପେଟ ବ୍ୟଥା ହେବାରୁ ମୋତେ ବାରମ୍ବାର ୱାଶରୁମକୁ ଯିବାକୁ ପଡିଲା। ହେଲେ ବିମାନର କ୍ରୁ ମେମ୍ବରମାନେ ରାଗିଯାଇ ମୋତେ ଅସଦାଚରଣ କରଥିଲେ। ଏଥିସହ ବିମାନରୁ ମୋତେ ଧକ୍କା ଦେଇ ବାହାର କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri