ମହିଳାଙ୍କୁ ଅପହରଣ ମାମଲାର ପର୍ଦ୍ଦାଫାଶ: ଭାଇଙ୍କଠାରୁ କୋଟିଏ ଟଙ୍କା ଝଡ଼ାଇବାକୁ ନିଜେ ରଚିଥିଲେ ନାଟକ

ଭୁବନେଶ୍ୱର,୨୧ା୬: ଭୁବନେଶ୍ବରରୁ ମହିଳା ଅପହରଣ ମାମଲାର ପର୍ଦ୍ଦାଫାଶ କରିଛି ପୋଲିସ। ନିଜ ଭାଇଙ୍କଠାରୁ ୧ କୋଟି ଟଙ୍କା ଝଡ଼ାଇବାକୁ ମହିଳା ଜଣକ ତାଙ୍କର ଦୁଇ ବନ୍ଧୁଙ୍କ ସହ ମିଶି ଅପହରଣ ନାଟକ ରଚିଥିଲେ। ସମ୍ପୃକ୍ତ ମହିଳାଙ୍କୁ ଅପହରଣକାରୀଙ୍କ ସହିତ ନୟାଗଡ଼ରୁ ଉଦ୍ଧାର କରାଯିବା ସହ ପୋଲିସ ଆଉ ଦୁଇ ଅଭିଯୁକ୍ତଙ୍କୁ ଧରିଥିବା ପ୍ରେସ୍‌ମିଟ୍‌ରେ ପୋଲିସ କମିଶନର ସଞ୍ଜୀବ ପଣ୍ଡା ବିସ୍ତୃତ ସୂଚନା ଦେଇଛି। ଅପହରଣରେ ବ୍ୟବହୃତ ଏକ କାର୍‌କୁ ମଧ୍ୟ ପୋଲିସ ଜବତ କରିଛି। ମହିଳା ଜଣକ ସ୍ବାମୀ ପରିତ୍ୟକ୍ତା ହୋଇଥିବା ବେଳେ ସେ ତାଙ୍କ ମା’-ବାପାଙ୍କ ସହ ରହୁଥିଲେ। ଭାଇଙ୍କଠାରୁ ୧ କୋଟି ଟଙ୍କା ଝଡ଼ାଇବାକୁ ରାଜସ୍ଥାନର ଇନ୍‌ଷ୍ଟାଗ୍ରାମ ବନ୍ଧୁଙ୍କ ସହ ପ୍ଲାନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ଦେବାରେ ବିଳମ୍ବ ହେଲା ବୋଲି ବାପାଙ୍କ ବେକରେ ଛିଡ଼ା ହୋଇ ପଡ଼ିଲେ ପୁଅ, ଚାଲିଗଲା ଜୀବନ

କେନ୍ଦୁଝର,୧୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଇବାକୁ ନେଇ ଏକମାତ୍ର ପୁଅ...

ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍‌ ପାଲଟିଛି ପୋଲ

ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ...

ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀଙ୍କୁ ‘ବାଲ୍ ସାହିତ୍ୟ ପୁରସ୍କାର-୨୦୨୫’

ଭୁବନେଶ୍ୱର,୧୨ା୧୧: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ସାରା ଦେଶର ମୋଟ୍ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି। ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ...

ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ

ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର...

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା

ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼...

ଜଙ୍ଗଲରେ ଝୁଲୁଛି ଅଜଣା ଯୁବତୀଙ୍କ ମୃତଦେହ, ପହଞ୍ଚିଲା ବାଲିଗୁଡ଼ା ପୋଲିସ

ବାଲିଗୁଡା, ୧୨।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତଦେହ...

ଦରମାରେ ଚଳିପାରୁନାହାନ୍ତି ମାସଯାକ? ଏହି ସାଇଡ୍‌ ବିଜନେସରେ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍ଲୀ,୧୨।୧୧: ଯଦି ଆପଣଙ୍କର ଦରମା ମାସ ସରୁ ସରୁ ସରି ଯାଉଛି। ଏବଂ ଆପଣ ଆପଣଙ୍କର ଘର ଖର୍ଚ୍ଚ ପୂରଣ କରିବାକୁ ଟଙ୍କା ରହୁନି, ତେବେ...

ବୋମା ଆକ୍ରମଣକାରୀଙ୍କ ଦ୍ୱିତୀୟ କାର୍ ଖୋଜୁଛି ପୋଲିସ୍, ଲାଲ୍ ରଙ୍ଗର ଏହି କାର୍‌ ଉପରେ ନଜର

ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ଲାଲ୍ କିଲ୍ଲା ବିସ୍ଫୋରଣ ମାମଲାରେ ପୋଲିସ୍ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇବା ପରେ ଦିଲ୍ଲୀ, ହରିଆଣା ଏବଂ ଉତ୍ତର ପ୍ରଦେଶରେ ବ୍ୟାପକ ଖୋଜାଖୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri