ମହିଳାଙ୍କୁ ହତ୍ୟା, ଡ୍ରାଇଭର ଅଟକ

ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)୧୨।୧୦: ଗୋଶାଣୀନୁଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ସୌଦାମିନୀ ରଥ (ଶିଶୁ ମଙ୍ଗଳ କମିଟି ସଦସ୍ୟା)ଙ୍କୁ ହତ୍ୟା କରାଯାଇଛି। ସୌଦାମିନୀ କୌଣସି ଏକ ବ୍ୟକ୍ତିଙ୍କ ସହ ମୋବାଇଲରେ କଥା ହେଉଥିବା ବେଳେ ଉକ୍ତ ଘରେ ରହୁଥିବା କାର ଡ୍ରାଇଭର ତାଙ୍କ ମୁଣ୍ଡ ପଛ ପଟକୁ ପିଟି ପିଟି ହତ୍ୟା କରିଛନ୍ତି। ତେବେ ଅପରାଧୀ ଜଣକ ଘଟଣା ସ୍ଥଳରୁ ଚମ୍ପଟ ହୋଇଯାଇଛନ୍ତି । ଖବର ପାଇ ଘଟଣା ସ୍ଥଳେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା ଓ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ତାଙ୍କ ଟିମ ପହଁଞ୍ଚି ମୃତଦେହ ଜବତ କରିଛି। ଗୁରୁବାର ସକାଳେ ପୋଲିସ ଓ ସାଇଣ୍ଟିଫିକ ଟିମ ସେଠାରେ ପହଞ୍ଚି ଘଟଣାର ଖୋଳତାଡ କରୁଛି । ପୋଲିସ ଡ୍ରାଇଭରଙ୍କୁ କାବୁ କରି ଥାନାରେ ଅଟକ ରଖିଛି। ସୌଦାମିନୀଙ୍କୁ କାହିଁକି ତାଙ୍କ ଡ୍ରାଇଭର ଏଭଳି ଭାବେ ଆକ୍ରମଣ କରିଥିଲେ ସେ ଦିଗରେ ପୋଲିସ ତଦନ୍ତ କରୁଥିବା କହିଛି।
ମିଳିଥିବା ସୂଚନା ଅନୁଯାୟୀ, ସୌଦାମିନୀ ଅରୁଣା ନାମକ ଏକ ସ୍ବେଚ୍ଛାସେବୀ ସଂଗଠନର ସମ୍ପାଦିକା ଥିବାବେଳେ ସେ ବୁଧବାର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେ ରାତିରେ ଘରକୁ ପେରିଥିଲେ। ଉକ୍ତ ଡ୍ରାଇଭର ଜଣଙ୍କ ସୌଦାମିନିଙ୍କ ଘରୁ ଚୋରି କରୁଥିବା ସେ ଦେଖିବାକୁ ପାଇଥିଲେ। ଏନେଇ ସେ ଫୋନ କରି କାହାକୁ କହୁଥିବା ବେଳେ ଡ୍ରାଇଭର ତାଙ୍କ ପଛପଟୁ ପିଟିପିଟି ହତ୍ୟା କରିଥିଲେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି  ଜିଲା ପାରଳାଖେମୁଣ୍ଡି ବାର୍ ଏସୋସିଏସନ୍ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri