କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଇଲ୍ଲାସ ସ୍ୱାଇଁ(୬୦)।

ମିଳିଥିବା ସୂଚନା ମୁତାବକ ଭଞ୍ଜନଗର ପୋଷ୍ଟ ଅଫିସରେ କାର୍ଯ୍ୟରତ ଜନୈକ କର୍ମଚାରୀ କାର ଯୋଗେ ଆସିକାରୁ ରାତି ପ୍ରାୟ ୮ଟାରେ ଭଞ୍ଜନଗର ଅଭିମୁଖେ ଯାଉଥିଲେ। ସେତିକିବେଳେ ଇନ୍ଦନପୁର ଛକ ନିକଟରେ ଇଲ୍ଲାସ ସ୍ୱାଇଁ ରାସ୍ତା ପାର ହେଉଥିବା ବେଳେ କାର ସମ୍ମୁଖକୁ ଚାଲି ଆସିଥିଲେ। ଫଳରେ କାର ଧକ୍କାରେ ଇଲ୍ଲାସ ଛିଟିକି ପଡ଼ି ଗୁରୁତର ହୋଇଥିଲେ।

କାର୍‌ ଚାଳକ ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଗୋବରା ଗୋଷ୍ଠୀ ସ୍ୱାସ୍ଥକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ଭଞ୍ଜନଗର ମେଡ଼ିକାଲ ସ୍ଥାନାନ୍ତର କରାଯାଇଥିଲ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଇଲାସଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

କବିସୂର୍ଯ୍ୟନଗର ଥାନା ହାଜତ ମୃତ୍ୟୁ ମାମଲା: ଗଞ୍ଜାମ ଏସ୍‌ପିଙ୍କ ସହ ଆଲୋଚନା କଲା HRPC ଟିମ, ମିଳିବ CCTV ଫୁଟେଜ

ଛତ୍ରପୁର, ୪।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାରେ ପୋଲିିସର ‘ଥାର୍ଡ ଡିଗ୍ରୀ’ ଯୋଗୁ ଦିବ୍ୟାଙ୍ଗ ସୁଶାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ମାମଲାରେ ଏବେ ମାନବାଧିକାର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଉପରେ ଥିବ ମୂର୍ତ୍ତି କମ୍ପ୍ଲେକ୍ସ ଭିତରକୁ ଗୁରୁବାର ଏକ ଟ୍ରକ ପଶିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ରାଜ୍ୟ ସଭା ଉପ-ନିର୍ବାଚନ: ଦେବାଶିଷଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୪।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିବା ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ…

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri