Posted inଜାତୀୟ

ଜମି ବିବାଦରୁ ମହିଳାଙ୍କୁ ହତ୍ୟା ପରେ ଜାଳିଦେଲେ

ଇଟାଓ୍ବା, ୧୩।୪: ଉତ୍ତରପ୍ରଦେଶର ଇଟାଓ୍ବାରେ ଏକ ଜମି ବିବାଦକୁ କେନ୍ଦ୍ରକରି ଅଞ୍ଜଳି (୨୫) ନାମ୍ନୀ ଜଣେ ମହିଳାଙ୍କୁ ଗଳାଚିପି ହତ୍ୟା ପରେ ଜାଳି ଦେଇଛନ୍ତି ୨ ଅଭିଯୁକ୍ତ। ଜମିର କାଗଜ ଦେବା ବାହାନାରେ ୨ ପ୍ରପର୍ଟି ଡିଲର ଶିବେନ୍ଦ୍ର ଯାଦବ (୨୬) ଏବଂ ଗୌରବ (୧୯) ଅଞ୍ଜଳିଙ୍କୁ ନିଜ ଅଫିସ ଡକାଇ ନିର୍ମମ ଭାବେ ହତ୍ୟା କରିଛନ୍ତି। ରବିବାର ଉଭୟ ଅଭିଯୁକ୍ତ ପ୍ରପର୍ଟି ଡିଲରଙ୍କୁ ପୋଲିସ ଗିରଫ କରିଛି। ୨ ଅଭିଯୁକ୍ତଙ୍କ ସହ ଅଞ୍ଜଳିଙ୍କର ଦୀର୍ଘ ଦିନ ଧରି ଜମି ବିବାଦ ଚାଲିଥିବା ନେଇ ପୋଲିସ ସୂଚନା ଦେଇଛି।

ଗତ ୭ ତାରିଖରେ ଉଭୟ ଶିବେନ୍ଦ୍ର ଓ ଗୌରବ ଜମି କାଗଜ ଦେବା ବାହାନାକରି ଅଞ୍ଜଳିଙ୍କୁ ନିଜ ଅଫିସକୁ ଡକାଇଥିଲେ। ସେଠାରେ ଉଭୟେ ଅଞ୍ଜଳିଙ୍କୁ ମଦ୍ୟପାନ କରିବାକୁ ବାଧ୍ୟ କରିଥିଲେ। ପରେ ଉଭୟ ସେଠାରେ ଅଞ୍ଜଳିଙ୍କ ଗଳା ଚିପି ହତ୍ୟା କରିବା ସହ ତାଙ୍କ ମୃତଦେହରେ ନିଅଁା ଲଗାଇ ଦେଇଥିଲେ। ସେମାନେ ଅଞ୍ଜଳିଙ୍କ ମୃତଦେହକୁ ନିକଟସ୍ଥ ନଦୀରେ ଫିଙ୍ଗି ଦେଇଥିଲେ।

୫ ଦିନ ଧରି ଅଞ୍ଜଳି ନିଖୋଜ ରହିବା ପରେ ଶନିବାର ପୋଲିସ ତାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ଜବତ କରିଥିଲା। ଅଞ୍ଜଳିଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୋଲିସ ଶିବେନ୍ଦ୍ର ଓ ଗୌରବଙ୍କୁ ଗିରଫ କରିଛି। ପଚରାଉଚରା ସମୟରେ ଅଞ୍ଜଳିଙ୍କୁ ହତ୍ୟା କରିଥିବା ନେଇ ଉଭୟେ ସ୍ବୀକାର କରିଛନ୍ତି। ଘଟଣାକୁ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri