ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୯।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ଏବଂ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ଜରଡ଼ା ଥାନା ଅଧୀନ ବାଇସିଙ୍ଗି ଗ୍ରାମର ମନୋଜ ଦଳାଇ(୨୮)।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୪ରେ ମନୋଜ ଜଣେ ଯୁବତୀଙ୍କୁ ପ୍ରେମ ବିବାହ କରିଥିଲେ। ପରେ ସେମାନେ ବ୍ରହ୍ମପୁର ଚାଲିଆସି ଏକ ଭଡ଼ା ଘରେ ରହୁଥିଲେ । ୨୦୧୯ ଅଗଷ୍ଟ ୧୫ରେ ମନୋଜ ପଡ଼ୋଶୀ ଘର ଲୋକଙ୍କୁ ମଞ୍ଜୁ ଗୁରୁତର ଥିବା କହି ଏମ୍‌କେସିଜିରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ମେଡିକାଲରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ସ୍ବାମୀ ମନୋଜଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାର ବେଳେ ୨୧ଜଣ ସାକ୍ଷୀଙ୍କ ବୟାନ ଏବଂ ଉପଯୁକ୍ତ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତ୍ରିଲୋଚନ ପରିଡା ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?