ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ, ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ ବେଳେ…

ଧରାକୋଟ,୧୮ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ କରିଥିଲେ ସ୍ତ୍ରୀ।
ଖବର ପାଇ ଘଟଣାସ୍ଥଳରେ ଧରାକୋଟ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ସ୍ତ୍ରୀକୁ ଅଟକ ରଖିଛି।
ସୂଚନାନୁଯାୟୀ, ମୁଣ୍ଡମରାଇ ଗ୍ରାମର ଅମର ନାୟକ ଓ ତାଙ୍କ ସ୍ତ୍ରୀ ଅଞ୍ଜନା ନାୟକ ମଧ୍ୟରେ ବରାବର ଝଗଡ଼ା ଲାଗି ରହୁଥିଲା। ମଙ୍ଗଳବାର ରାତିରେ ମଧ୍ୟ ଉଭୟଙ୍କ ମଧ୍ୟରେ ଝଗଡ଼ା ଉଗ୍ର ରୂପ ନେଇଥିଲା। ଶେଷରେ ସ୍ତ୍ରୀ ଅଞ୍ଜନା ଉତ୍‌କ୍ଷିପ୍ତ ହୋଇ ସ୍ବାମୀ ଅମରଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ କରିଥିଲେ। ମାତ୍ର ପୋଲିସ କୌଣସି ସୂତ୍ରରୁ ଖବର ପାଇ ମୃତଦେହକୁ ଜବତ କରି ସ୍ତ୍ରୀ ଅଞ୍ଜନାକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ଯୋଡ଼ା ଲଘୁଚାପ: ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୭: ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା...

ବାଲେଶ୍ୱରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ରାଜ୍ୟ ସରକାରଙ୍କୁ ସମାଲୋଚନା କଲା କଡ଼ା ମମତାଙ୍କ ପାର୍ଟି

ବାଲେଶ୍ୱର,୧୩ା୭: ବାଲେଶ୍ୱର ଜିଲାର ଫକୀର ମୋହନ (ସ୍ୱୟଂଶାସିତ) କଲେଜରେ ଏକ ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ୍ ବି.ଏଡ୍ ଛାତ୍ରୀ ଶନିବାର ନିଜ ଉପରେ କିରୋସିନ ଢାଳି ନିଆଁ...

ପାରମ୍ପରିକ ଖାଦ୍ୟ ପ୍ରତି କମୁଛି ଯୁବପିଢ଼ିଙ୍କ ଆଗ୍ରହ, ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଚାଲିଛି ପ୍ରତିଯୋଗିତା

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମଳାସପଦର ମା’ ଅମ୍ବିକା ଏସ୍‌ଏଚ୍‌ଜି ରାଜ୍ୟ ସ୍ତରୀୟ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛି। ଯାହାକୁ...

ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି...

ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,...

ଭୟଙ୍କର ଦୁର୍ଘଟଣା: ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର

ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ...

FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ...

ମୁମ୍ବାଇରୁ ଆସି ଟ୍ବିଟ୍‌ କଲେ ନବୀନ, କହିଦେଲେ ଏତେ ବଡ଼କଥା

ଭୁବନେଶ୍ବର,୧୩।୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri