ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼ ଜିଲା ଭେଡ଼େନ ବ୍ଳକ ଦେଶଭଟଲି ପଞ୍ଚାୟତ କାର୍ଯ୍ୟାଳୟର ଅନତିଦୂରରେ ରହିଥିବା ପାଣିଘରା ପୋଖରୀକୁ ଆଦର୍ଶ ପୋଖରୀ କରିବା ସହିତ ଯୁଦ୍ଧକାଳୀନ ଭିତ୍ତିରେ ମାଟିକାମ ଏବଂ ପଙ୍କୋଦ୍ଧାର କାମ ଆରମ୍ଭ କରିବା ଦାବି ହୋଇଛି।

ଏହି ଦାବି ନେଇ ସୋମବାର ଦେଶଭଟଲି ଗ୍ରାମର ମହିଳା ଗୋଷ୍ଠୀ ଏକତ୍ରିତ ହୋଇ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ । କାର୍ଯ୍ୟାଳୟ ଭିତରେ ଦେଶଭଟଲି ସରପଞ୍ଚ ତୋଷବନ୍ତ ସାହୁ, ଗୁରୁଚରଣ ଦନ୍ତା, ଦନାର୍ଦ୍ଦନ ବେହେରା , ପଞ୍ଚାୟତ କାର୍ଯ୍ୟାଳୟ ଥିବାବେଲେ ବାହାର ପଟରୁ ମହିଲାମାନେ ତାଲା ପକାଇ ଦେଇଥିଲେ ।

ଫଳରେ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଚାପା ଉତ୍ତେଜନା ଦେଖାଯାଇଥିଲା। ଘଟଣା ସ୍ଥଳକୁ ଭେଡ଼େନ ଥାନା ଆଇଆଇସିଙ୍କ ନିର୍ଦ୍ଦେଶରେ ରୁଷୁଡ଼ା ଫାଣ୍ଡିର ପୋଲିସ କର୍ମଚାରୀ ବୀରେନ ପ୍ରଧାନ, ପୋଲିସ ଷ୍ଟାପ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା ଜାରି ରଖିଥିଲେ । ଆଲୋଚନା ପରେ ପୋଲିସ ପଞ୍ଚାୟତ କାର୍ଯ୍ୟାଳୟ ଭିତରୁ ସରପଞ୍ଚ  ଏବଂ ଅନ୍ୟମାନଙ୍କୁ ବାହାରକୁ ଆଣି ଆଲୋଚନା ଜାରି ରଖିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri