Posted inଫୁରସତ

ଅନାଥାଶ୍ରମରୁ ଆଣିଥିବା ପୁଅକୁ ବିବାହ କଲେ ମା’

ମସ୍କୋ: ଭଲପାଇବା କେତେବେଳେ କାହା ସହିତ ହେବ ତାହା କହିବା କଷ୍ଟ। ନିକଟରେ ଏପରି ଏକ ଭଲପାଇବା ଦେଖିବାକୁ ମିଳିଛି, ଯାହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ଏଭଳି ଘଟିଛି। ଜଣେ ମହିଳା ତାଙ୍କ ୩୧ ବର୍ଷର ପାଳିତ ପୁଅକୁ ବିବାହ କରିଥିବା ବିଷୟ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି।
ରିପୋର୍ଟ ମୁତାବକ, ଡାନିଏଲ ଚିଜହେଭସ୍କାଏଙ୍କୁ ଯେତେବେଳେ ୧୪ ବର୍ଷ ବୟସ ହୋଇଥିଲା, ସେତେବେଳେ ରୁଷିଆର ୫୩ ବର୍ଷୀୟା ସଙ୍ଗୀତକାର ଆଶ୍‌ଲୁ ଚିଜହେଭସ୍କାୟା ମିଙ୍ଗାଲିମ୍‌ ତାଙ୍କୁ ପାଳିଥିଲେ। ଆଶ୍‌ଲୁ ଡାନିଏଲଙ୍କୁ ଏକ ଅନାଥାଶ୍ରମରେ ଦେଖିବା ପରେ ତାଙ୍କୁ ପୁଅ କରିଥିଲେ। ସେତେବେଳେ ସେ ଡାନିଏଲଙ୍କୁ ଗୀତ ଶିଖାଉଥିଲେ। ପରେ ଡାନିଏଲଙ୍କୁ ଘରକୁ ଆଣିବା ପରେ ଦୁହିଁଙ୍କ ମଧ୍ୟରେ ଭଲପାଇବା ଆରମ୍ଭ ହେବାକୁ ଲାଗିଥିଲା। ଡାନିଏଲଙ୍କ ବ୍ୟତୀତ ଆଶ୍‌ଲୁ ଆଉ ୫ ଜଣଙ୍କୁ ମଧ୍ୟ ଅନାଥଶ୍ରମରୁ ଆଣିଥିଲେ। ଆଶ୍‌ଲୁ ଏବଂ ଡାନିଏଲ୍‌ଙ୍କ ବିବାହ ପରେ ଅନାଥାଶ୍ରମ ଉକ୍ତ ୫ଜଣଙ୍କୁ ଆଶ୍‌ଲୁଙ୍କ ପାଖରୁ ନେଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri