ସ୍ବାମୀଙ୍କ ମୃତ୍ୟୁକୁ ୧୫ବର୍ଷ ପୂରିଲେବି ମହିଳାଙ୍କୁ ମିଳୁନି ଭତ୍ତା

ମୋରଡ଼ା,୨୮ା୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତର କୁସୁମକୁଟି ଗ୍ରାମ ୧୪ ନମ୍ବର ୱାର୍ଡର ବିଧବା ମହିଳା ବୁଧୁ ହେମ୍ବ୍ରମ ଭତ୍ତା ପାଇବାରୁ ବଞ୍ଚତ୍ତ ରହିଛନ୍ତି। ତାଙ୍କ ସ୍ବାମୀ ୧୫ ବର୍ଷ ପୂର୍ବରୁ ମୃତ୍ୟୁବରଣ କରିଥିଲେ ସୁଦ୍ଧା ଅଦ୍ୟାବଧି ସେ ବିଧବା ଭତ୍ତା ପାଇବାରୁ ବଞ୍ଚିତ ଅଛନ୍ତି। ବୁଧୁ ତାଙ୍କ ପୁଅ ବୋହୂ, ନାତିଙ୍କୁ ନେଇ ଏକ ଭଙ୍ଗା ଘରେ ରହୁଛନ୍ତି। ଚାଳ ଘରରୁ ପାଣି ପଡୁଥିବାରୁ ପଲିଥିନ ଟାଣି ରହୁଛନ୍ତି। ସେହିପରି ସରକାରୀ ଘର ଖଣ୍ଡେ ପାଇଁ ବାରମ୍ବାର ଆବେଦନ ସତ୍ତ୍ବେ ମଧ୍ୟ ଘର ମଧ୍ୟ ମିଳିନାହିଁ। ଏନେଇ ବିଡିଓ ଅଣାକାର ନାୟକଙ୍କୁ ପଚାରିବାରୁ ସେ ପଦକ୍ଷେପ ନେବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

ଜନଗଣନାରେ ଓବିସିଙ୍କୁ ଅଣଦେଖା ଅଭିଯୋଗ:ଦାବିପତ୍ର ପ୍ରଦାନ

ବରଗଡ଼,୧୪ା୫(ପ୍ରେମାନନ୍ଦ ଖମାରୀ):ଚଳିତ ଜନଗଣନାରେ ପଛୁଆବର୍ଗ (ଓବିସି)ଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ ହୋଇଛି। ଜନଗଣନାରେ ଉଦ୍ଦିଷ୍ଟ ୧୨ ନମ୍ବର ପ୍ରଶ୍ନରେ ଓବିସି କଲମ ଯୋଡିବା ପାଇଁ ଓଡିଶା…

ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା,…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri