Posted inଫୁରସତ

ଅନ୍‌ଲାଇନ୍‌ରେ ଜୋତା ଅର୍ଡର କରିଥିଲେ ମହିଳା, କମ୍ପାନୀ କହିଲା ୮୦୩ ଦିନରେ ହେବ ଡେଲିଭର

ଆଜିକାଲି ଲୋକଙ୍କ ପାଇଁ କିଛି ବି ଜିନିଷ କିଣିବା ସହଜ ହୋଇପଡ଼ିଛି। କାରଣ ଆମ ହାତରେ ଥିବା ଛୋଟ ଫୋନ୍‌ଟିଏ ଜରିଆରେ ସମସ୍ତ କାମ କରି ହେଉଛି। ଆଗେ ଯେଉଁଠି ଛୋଟ ଜିନିଷଟିଏ ପାଇଁ ଆମକୁ ବଜାର ଯିବାକୁ ପଡୁଥିଲା. ଏବେ ଗୋଟିଏ କ୍ଲିକ୍‌ରେ ଘରେ ଆସି ଜିନିଷ ପହଞ୍ଚୁଛି।

ଜଣେ ମହିଳା ଅନ୍‌ଲାଇନ୍‌ ଅର୍ଡର ଜରିଆରେ ଏକ ଜୋତା ମଗାଇଥିଲେ। କିନ୍ତୁ କମ୍ପାନୀ ଏହା ଡେଲିଭର ହେବାକୁ ୮୦୩ ଦିନରେ ପହଞ୍ଚିବ ବୋଲି କହିଥିଲା। ଏହି ଅଜବ ଘଟଣା ଆର୍ୟଲାଣ୍ଡର। କେରି କିନ୍‌ସେଲା ନାମକ ଜଣେ ମହିଳା ତାଙ୍କ ଟୁଇଟରରେ ଏହାକୁ ଶେୟାର କରିଛନ୍ତି, ସେ ସ୍କ୍ରିନ୍‌ଶଟ୍‌ ଶେୟାର କରି କ୍ୟାପଶନ ଲେଖିଛନ୍ତି, ‘ମୋ ପ୍ରିୟ ବନ୍ଧୁ, ଅନ୍‌ଲାଇନ୍‌ ଶପିଂ ସାଇଟ୍‌ ଏଏସ୍‌ଓଏସ୍‌ରୁ ନ୍ୟୁ ଓ୍ବେଲେନ୍ସର ସ୍ନିକର୍ସ ଅର୍ଡର କରିଥିଲି। ମାତ୍ର ଏହା ୮୦୩ ଦିନରେ ଡେଲିଭର ହେବ। ସେ କେବଳ ଏକ ପାର୍ଶଲ ପାଇଁ୨୬ ମାସ ଅପେକ୍ଷା କରିବେ। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଟୁଇଟରରେ ୟୁଜରମାନେ ଏହି ପୋଷ୍ଟକୁ ପସନ୍ଦ କରିବା ସହ ଭିନ୍ନ ଭିନ୍ନ କମେଣ୍ଟ ଦେଉଛନ୍ତି। ଏହା ପରେ କମ୍ପାନୀ ତା’ର ପ୍ରତିକ୍ରିୟା ରଖିଛି। କମ୍ପାନୀ ପକ୍ଷରୁ କୁହାଯାଇଛି, ଟେକ୍ନିକାଲ କାରଣରୁ ଏପରି ହୋଇଛି। ଅର୍ଡର ଖୁବ୍‌ଶୀଘ୍ର ପହଞ୍ଚିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri