Posted inଫୁରସତ

ଅନ୍‌ଲାଇନ୍‌ରେ ଜୋତା ଅର୍ଡର କରିଥିଲେ ମହିଳା, କମ୍ପାନୀ କହିଲା ୮୦୩ ଦିନରେ ହେବ ଡେଲିଭର

ଆଜିକାଲି ଲୋକଙ୍କ ପାଇଁ କିଛି ବି ଜିନିଷ କିଣିବା ସହଜ ହୋଇପଡ଼ିଛି। କାରଣ ଆମ ହାତରେ ଥିବା ଛୋଟ ଫୋନ୍‌ଟିଏ ଜରିଆରେ ସମସ୍ତ କାମ କରି ହେଉଛି। ଆଗେ ଯେଉଁଠି ଛୋଟ ଜିନିଷଟିଏ ପାଇଁ ଆମକୁ ବଜାର ଯିବାକୁ ପଡୁଥିଲା. ଏବେ ଗୋଟିଏ କ୍ଲିକ୍‌ରେ ଘରେ ଆସି ଜିନିଷ ପହଞ୍ଚୁଛି।

ଜଣେ ମହିଳା ଅନ୍‌ଲାଇନ୍‌ ଅର୍ଡର ଜରିଆରେ ଏକ ଜୋତା ମଗାଇଥିଲେ। କିନ୍ତୁ କମ୍ପାନୀ ଏହା ଡେଲିଭର ହେବାକୁ ୮୦୩ ଦିନରେ ପହଞ୍ଚିବ ବୋଲି କହିଥିଲା। ଏହି ଅଜବ ଘଟଣା ଆର୍ୟଲାଣ୍ଡର। କେରି କିନ୍‌ସେଲା ନାମକ ଜଣେ ମହିଳା ତାଙ୍କ ଟୁଇଟରରେ ଏହାକୁ ଶେୟାର କରିଛନ୍ତି, ସେ ସ୍କ୍ରିନ୍‌ଶଟ୍‌ ଶେୟାର କରି କ୍ୟାପଶନ ଲେଖିଛନ୍ତି, ‘ମୋ ପ୍ରିୟ ବନ୍ଧୁ, ଅନ୍‌ଲାଇନ୍‌ ଶପିଂ ସାଇଟ୍‌ ଏଏସ୍‌ଓଏସ୍‌ରୁ ନ୍ୟୁ ଓ୍ବେଲେନ୍ସର ସ୍ନିକର୍ସ ଅର୍ଡର କରିଥିଲି। ମାତ୍ର ଏହା ୮୦୩ ଦିନରେ ଡେଲିଭର ହେବ। ସେ କେବଳ ଏକ ପାର୍ଶଲ ପାଇଁ୨୬ ମାସ ଅପେକ୍ଷା କରିବେ। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଟୁଇଟରରେ ୟୁଜରମାନେ ଏହି ପୋଷ୍ଟକୁ ପସନ୍ଦ କରିବା ସହ ଭିନ୍ନ ଭିନ୍ନ କମେଣ୍ଟ ଦେଉଛନ୍ତି। ଏହା ପରେ କମ୍ପାନୀ ତା’ର ପ୍ରତିକ୍ରିୟା ରଖିଛି। କମ୍ପାନୀ ପକ୍ଷରୁ କୁହାଯାଇଛି, ଟେକ୍ନିକାଲ କାରଣରୁ ଏପରି ହୋଇଛି। ଅର୍ଡର ଖୁବ୍‌ଶୀଘ୍ର ପହଞ୍ଚିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?