Posted inଜାତୀୟ

ବିମାନରେ ବିଗିଡିଲା ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲ୍‌ରେ ମୃତ୍ୟୁ

ନୂଆଦିଲ୍ଲୀ,୧୧।୯: ଦୁବାଇରୁ କୋଚି ଅଭିମୁଖେ ଯାତ୍ରା କରୁଥିବା ଜଣେ ମହିଳା ବିମାନରେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ପରେ ତାଙ୍କୁ କୋଚିର ଏକ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା। ରବିବାର ପୋଲିସ ଏହି ସୂଚନା ଦେଇଛି। ପୋଲିସ କହିଛି ଯେ, ମିନି (୫୬) ଦୁବାଇରୁ କୋଚି ଅଭିମୁଖେ ଯାଉଥିଲେ। କିନ୍ତୁ ବିମାନ ଉଡ଼ାଣ ସମୟରେ ସେ ବେହୋଶ ହୋଇପଡିଥିଲେ। ବିମାନ ଅବତରଣ କରିବା ପରେ ତାଙ୍କୁ ନିକଟସ୍ଥ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା, କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ମହିଳା ଜଣକ କିଛି ଅସୁସ୍ଥତା ପାଇଁ ପୂର୍ବରୁ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ପ୍ରାକୃତିକ ଭାବେ ହୋଇଥିବା କାରଣରୁ ଏହି ମାମଲାରେ ପୋଲିସ କୌଣସି ମାମଲା ରୁଜୁ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶ ନିର୍ବାଚନ: ଭୋଟ ଦେଲେନି ମୁଲାୟମଙ୍କ ପତ୍ନୀ, ବୋହୂ , ପୁଅ!

ଲକ୍ଷ୍ନୌ,୨୧ ।୨: ଉତ୍ତର ପ୍ରଦେଶର ଇଟାୱାରେ ଯେ କୌଣସି ନିର୍ବାଚନ ହେଉନା କାହିଁକି ସମସ୍ତଙ୍କର କିନ୍ତୁ ନଜର ଥାଏ ମୁଲାୟମ ସିଂ ଯାଦବଙ୍କ ପରିବାର ଉପରେ...

ଶପଥ ନେଲେ ଆନନ୍ଦିବେନ ପଟେଲ

ଭୋପାଳ,୧।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଆନନ୍ଦିବେନ ପଟେଲ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏବେ ସେ ଉତ୍ତର ପ୍ରଦେଶର ରାଜ୍ୟପାଳ ଥିବା ବେଳେ ମଧ୍ୟପ୍ରଦେଶ ରାଜ୍ୟପାଳ...

ଚାଇନା, ପାକିସ୍ତାନକୁ କଡ଼ା ସମାଲୋଚନା କଲେ ମୋଦି

ନୂଆଦିଲ୍ଲୀ,୩ା୯: ଚଳିତମାସ ୯-୧୦ ତାରିଖରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ଏବଂ ପାକିସ୍ତାନକୁ...

ଜୁନ ୧ରେ ଯୋଗୀ କରିବେ ରାମ ମନ୍ଦିର ଗର୍ଭ ଗୃହର ଶିଳାପୂଜା

ଲକ୍ଷ୍ନୌ,୩୦।୫: ଜାନୁଆରୀ ୨୦୨୪ରେ ଅଯୋଧ୍ୟା ରାମଲାଲାଙ୍କ ମନ୍ଦିର ପ୍ରସ୍ତୁତ ହେବ। ଏଥିପାଇଁ ଜୋରସୋରରେ ମନ୍ଦିର ନିର୍ମାଣ କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ରାମଲାଲାଙ୍କ ମନ୍ଦିରର ନିର୍ମିତ ଗର୍ଭ...

ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଚରଣଜିତ ସିଂ ଚାନ୍ନି ସୋମବାର କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଛନ୍ତି। ଏହି ଅବସରରେ...

ଗ୍ରାହକଙ୍କୁ ଠକୁଛନ୍ତି ପେଟ୍ରୋଲ ପମ୍ପ

ନୂଆଦିଲ୍ଲୀ,୧୨।୨:ଦେଶ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବଢ଼ିଚାଲିଛି। ଏବେ ଇନ୍ଧନ ଦର ସର୍ବୋଚ୍ଚ ସ୍ତରରେ ରହିଛି। ଏଭଳି ସ୍ଥିତିରେ କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର...

ତିନି ତଲାକ୍‌ ବିଲ୍‌କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରିବ ମୁସଲିମ୍‌ ପର୍ସନାଲ୍‌ ଲ’ ବୋର୍ଡ

ନୂଆଦିଲ୍ଲୀ, ୩୧।୭: ବହୁ ଚର୍ଚ୍ଚିତ ଟ୍ରିପଲ ତଲାକ ବିଲ ବା ମହିଳା ସୁରକ୍ଷା (ବିବାହ ଅଧିକାର ଆଇନ) ୨୦୧୯ ଶେଷରେ ରାଜ୍ୟସଭାରେ ପାରିତ ହୋଇଯାଇଛି। ତତ୍କାଳ...

ମଧ୍ୟ ପ୍ରଦେଶକୁ ମିଳିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

ଭୋପାଳ,୧।୪: ମଧ୍ୟ ପ୍ରଦେଶର ରାଜଧାନୀ ଭୋପାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇଛନ୍ତି। ଏହି ଟ୍ରେନର ଲୋକାର୍ପଣ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week