ବୃଦ୍ଧାଙ୍କୁ କୋଳରେ ବୋହି ମତଦାନ କେନ୍ଦ୍ରକୁ ନେଲେ ମହିଳା ପୋଲିସ

ଭବାନୀପାଟଣା,୨୪।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାରେ ଗୁରୁବାର ପୌର ନିର୍ବାଚନ ଶେଷ ହୋଇଛି। ଭବାନୀପାଟଣା ୧୪ ନମ୍ବର ୱାର୍ଡ ଟାଉନ ହାଇସ୍କୁଲ ବୁଥ୍‌ ନଂ. ୩୮ରେ ମତଦାନ ଚାଲିଥିବା ବେଳେ ସେଠାରେ ନିଯୁକ୍ତି ହୋଇଥିବା ଜାହ୍ନବୀ ସାହୁ ନାମକ ଜଣେ ମହିଳା ପୋଲିସ କର୍ମଚାରୀ ମାନବିକତା ଦେଖାଇଛନ୍ତି।

ବୁଥ୍‌ରେ ଭୋଟ ଦେବାକୁ ଆସୁଥିବା ଦିବ୍ୟାଙ୍ଗ, ଅସହାୟ ବୃଦ୍ଧାଙ୍କୁ ସେ ହୁଇଲ ଚେୟାରରେ ବସାଇ ମତଦାନ କେନ୍ଦ୍ରକୁ ନେଉଥିବା ଦେଖିବାକୁ ମିଳିଛି। ସେହିପରି ଜଣେ ବୃଦ୍ଧାଙ୍କୁ ମଧ୍ୟ କୋଳରେ ଉଠାଇ ମତଦାନ କେନ୍ଦ୍ରକୁ ନେଇଥିଲେ। ମହିଳା ପୋଲିସ କର୍ମଚାରୀଙ୍କ ଏପରି ମାନବିକତା କାର୍ଯ୍ୟ ପାଇଁ ସାଧାରଣରେ ବେଶ୍‌ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର, କେନ୍ଦୁଝର ଜିଲା କଂଗ୍ରେସ ପ୍ରେରକ ଜିଲା ଇନଚାର୍ଜ ମନୋନୀତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କଂଗ୍ରେସ ସଂଗଠନକୁ ସୁଦୃଡ଼ ଓ କର୍ମୀଙ୍କୁ ସକ୍ରିୟ କରିବା ପାଇଁ ଜାତୀୟ, ପ୍ରଦେଶ, ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତରେ ଅଧିକ କ୍ରିୟାଶୀଳ କରିବାକୁ...

ଖରସ୍ରୋତା ପାଣି ବିବାଦ: ଜଣେ ଗିରଫ, ୨୫ରୁ ଊର୍ଦ୍ଧ୍ୱ ଅଟକ

କେନ୍ଦ୍ରାପଡ଼ା/ଢେଙ୍କାନାଳ ଅଫିସ,୧୩ା୮: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଠାରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ...

ଟିଉସନ କରିବା ବେଳେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇଥିଲେ; ଅପହରଣ ପରେ ବଳାତ୍କାର ଅଭିଯୋଗରେ ବାନ୍ଧିଲା ପୋଲିସ

ପାଟଣା,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପାଟଣା ପୋଲିସ...

ନିରାଶ୍ରୟଙ୍କୁ ବଣ୍ଟାଗଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୨୯।୩ – ଲକ୍‌ଡାଉନ କଟକଣା ଲାଗୁ କରାଯିବା ପରେ ସବୁଠାରୁ ବେଶି ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଅସହାୟ। ମୂଲ ମଜୁରି କରି...

ଫୁଟିଲାନି ବାଣ କି ସୁଭିଲାନି ବ୍ୟାଣ୍ଡବାଜା: ଭକ୍ତ ବିହୁନେ ବିଦାୟ ନେଲେ ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ରଥସାହି ମା’ ଗଜଲକ୍ଷ୍ମୀଙ୍କ ପୂଜା ଓ ଭଷାଣି କାର୍ଯ୍ୟକ୍ରମ କରୋନା କଟକଣା ମଧ୍ୟରେ ବୁଧବାର ରାତ୍ରରେ ଶେଷ ହୋଇଛି।...

ବିଦ୍ୟାଭାରତୀଙ୍କ ସହ ଡିଏଫ୍‌ଓଙ୍କ ସମ୍ପର୍କ ନାହିଁ : ଏସ୍‌ପି

ପାରଳାଖେମୁଣ୍ଡି,୨୪ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଭିନ୍ନମୋଡ଼ ନେଇଛି। ସୌମ୍ୟଙ୍କୁ ଷଡ଼ଯନ୍ତ୍ର କରି ପୋଡ଼ି ହତ୍ୟା କରାଯାଇଛି...

କାମରେ ଲାଗୁନି ସମ୍ପଦ କେନ୍ଦ୍ର

ଯାଜପୁର ରୋଡ୍‌, ୩।୭ (ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ପୌର ପାଳିକାର ସମ୍ପଦ କେନ୍ଦ୍ର (ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର) କାମରେ ଲାଗୁନାହଁି। ସହରରୁ ସଂଗୃହିତ ବର୍ଜ୍ୟବସ୍ତୁ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଗଠନ ହେଲା ଗୃହ କମିଟି

ପୁରୀ ଅଫିସ,୩୧।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ପାଇଁ ଗୃହ କମିଟି ଗଠନ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଗୃହ କମିଟି...

Advertisement
Archives

Model This Week