ମହିଳାଙ୍କ ହତ୍ୟାକାରୀ ନିଜକୁ ଭଗବାନ କହିଲେ

ନ୍ୟୁୟର୍କ, ୧୭ା୧: ନ୍ୟୁୟର୍କରେ ଟାଇମ୍ସ ସ୍କୋୟାର ସବ୍‌ଓ୍ବେ ଷ୍ଟେଶନରେ ସାଇମନ୍‌ ମାର୍ସିଆଲ ନାମକ ଜଣେ ବ୍ୟକ୍ତି ଜଣେ ୪୦ ବର୍ଷୀୟା ମହିଳାଙ୍କୁ ଶନିବାର ଟ୍ରେନ୍‌ ଆଗକୁ ଠେଲି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବାବେଳେ ହତ୍ୟାକାଣ୍ଡ ପରେ ସେ ଅଜବ ବୟାନ ଦେଇଛନ୍ତି। କାହିଁକି ସମ୍ପୃକ୍ତା ମହିଳାଙ୍କୁ ହତ୍ୟା କଲେ ବୋଲି ପଚରାଯିବାରୁ ମୁଁ ଭଗବାନ ଏହା କରିପାରିବି ବୋଲି କହିଛନ୍ତି। ଗିରଫ ହେବା ପୂର୍ବରୁ ମଧ୍ୟ ସେ ପୋଲିସ ପୋଷାକ ପିନ୍ଧି ନାଟକୀୟ ଢଙ୍ଗରେ ନିଜକୁ ପୋଲିସ ବୋଲି ପରିଚୟ ଦେଇଥିଲେ। ତେବେ ତାଙ୍କର ମାନସିକ ବିକୃତି ଥିବା ଏବଂ ପୂର୍ବରୁ ମଧ୍ୟ ତାଙ୍କ ନାଁ ରେ ଏକାଧିକ ଆପରାଧିକ ମାମଲା ରହିଛି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇକୋନୋମିଷ୍ଟ’ ବିରୋଧରେ ମାମଲା

ବାଗଦାଦ୍‌,୧୩ା୮: ବ୍ରିଟେନର ଜଣାଶୁଣା ପତ୍ରିକା ‘ଦି ଇକୋନୋମିଷ୍ଟ’ରେ ନିକଟରେ ଏକ ବିବାଦୀୟ ଆର୍ଟିକଲ ପ୍ରକାଶ ପାଇଥିଲା। ଆରବ ଦୁନିଆର ମୋଟୀ ମହିଳାମାନଙ୍କୁ ଏଥିରେ ସ୍ଥାନିତ କରାଯାଇଥିଲା।...

ଦିନେ କାମ କରୁଥିଲେ ମାକ୍‌ଡୋନାଲ୍ଡରେ ଏବେ ମୁକେଶ ଅମ୍ବାନୀଙ୍କଠୁ ଧନୀ

ଓ୍ବାଶିଂଟନ୍‌, ୧୦ା୧: ଫାଷ୍ଟ ଫୁଡ୍‌ ରେଷ୍ଟୁରାଣ୍ଟ କମ୍ପାନୀ ମାକ୍‌ଡୋନାଲ୍ଡର ପୂର୍ବତନ କର୍ମଚାରୀ ତଥା ସଫ୍ଟଓ୍ବେର ଡେଭେଲପର ଚାଙ୍ଗପେଙ୍ଗ୍‌ ଝାଓ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ...

୩୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୨୮ା୪: ପ୍ରାଣଘାତୀ କରୋନାରେ ୨୧୦ ଦେଶରେ ମୋଟ ୨.୦୮ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ସଂକ୍ରମିତଙ୍କ ସଂଖ୍ୟା ୩୦ ଲକ୍ଷ ଟପିଥିବା ବେଳେ ଆମେରିକା,...

ଜୁଆଖେଳକୁ ନେଇ ଗୁଳି: ୪ ନିହତ

ନ୍ୟୁୟର୍କ, ୧୩ା୧୦ : ନ୍ୟୁୟର୍କର ବ୍ରୁକଲିନ୍‌ସ୍ଥିତ ୭୪ ଉଟିକା ଆଭେନ୍ୟୁଠାରେ ଶନିବାର ସକାଳେ ଗୁଳିକାଣ୍ଡ ଘଟିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ...

ବ୍ରିଟିଶ ଚ୍ୟାନେଲରେ ଗୁଜୁରାଟ ଦଙ୍ଗାର ପ୍ରଚାର ପ୍ରସାରକୁ ବ୍ରିଟିଶ ସାଂସଦଙ୍କ ନିନ୍ଦା :ଏହା ଭାରତୀୟ ଗଣତନ୍ତ୍ର ପାଇଁ ଅପମାନ…

ଲଣ୍ଡନ,୧୯।୧ : ଗୁଜୁରାଟ ଦଙ୍ଗା ଉପରେ ବ୍ରିଟିଶ ଚ୍ୟାନେଲର ପ୍ରଚାର ପ୍ରସାର ଉପରେ ବ୍ରିଟିଶ ସାଂସଦ କ୍ରୋଧିତ ହୋଇ କହିଛନ୍ତି ଯେ ଏହା ଭାରତୀୟ ଗଣତନ୍ତ୍ର...

ଇମ୍ରାନଙ୍କୁ କଡ଼ା ସମାଲୋଚନା କଲେ ମରିୟମ

ଇସଲାମାବାଦ,୨ା୫: ପିଏମ୍‌ଏନ୍‌-ଏଲ୍‌ ନେତା ତଥା ଜାତୀୟ ସଭାର ସଦସ୍ୟ ମରିୟମ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି,...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଆସିବ କରୋନା ଭ୍ୟାକ୍ସିନ

ମସ୍କୋ,୭।୮: କରୋନା ମହାମାରୀକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କାମରେ ପ୍ରାୟ ସମସ୍ତ ବିକାଶଶୀଳ...

ପାଞ୍ଚମାସ ପରେ ସିନେମା ହଲ୍‌ର ଦୃଶ୍ୟ ଥିଲା ଏଭଳି

ବେଜିଂ,୨୦।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡି ସାରିଲାଣି। ଗତବର୍ଷ ଡିସେମ୍ବରରେ କରୋନା ପ୍ରଥମ କରି...

Advertisement
Archives

Model This Week