ତୁର୍କୀ ଭୂକମ୍ପର ସପ୍ତାହକ ପରେ ଜୀବନ୍ତ ଉଦ୍ଧାର ହେଲେ ମହିଳା

ଆଙ୍କାରା,୧୩ା୨: ତୁର୍କୀରେ ଭୂକମ୍ପ ହେବାର ଏକ ସପ୍ତାହ ପରେ ସୋମବାର ଉଦ୍ଧାରକାରୀ ଦଳ ଭୁଶୁଡ଼ି ପଡ଼ିଥିବା ଏକ କୋଠାର ଧ୍ୱଂସାବଶେଷରୁ ଜଣେ ମହିଳାଙ୍କୁ ଜୀବନ୍ତ ଉଦ୍ଧାର କରିଛନ୍ତି।

ଏକ ରିପୋର୍ଟରୁ ପ୍ରକାଶ ଯେ, ଦକ୍ଷିଣ ଗାଜିଆଣ୍ଟେପ ପ୍ରଦେଶରେ ୪୦ ବର୍ଷୀୟା ମହିଳା ସିବେଲ କାୟାଙ୍କୁ ଉଦ୍ଧାର କରାଯାଇଛି। ଏହି ଅଞ୍ଚଳର ପ୍ରଥମ ଦୁଇଟି ଭୂକମ୍ପର ପ୍ରାୟ ୧୭୦ ଘଣ୍ଟା ପରେ ମହିଳାଙ୍କୁ ଜୀବିତ ଉଦ୍ଧାର କରିବା ଚମତ୍କାର ଘଟଣାଠାରୁ କମ୍‌ ନୁହେଁ।

ତୁର୍କୀ ଏବଂ ସିରିଆରେ ଶକ୍ତିଶାଳୀ ଭୂକମ୍ପ ହେବାର ଏକ ସପ୍ତାହ ପରେ ୩୪୦୦୦ରୁ ଅଧିକ ଲୋକ ପ୍ରାଣ ହରାଇ ସାରିଲେଣି। ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଏହି ଭୂକମ୍ପରେ ତୁର୍କୀରେ ୨୯,୬୦୫ ଜଣ ଏବଂ ସିରିଆରେ ୩୫୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ତୁର୍କୀ କହିଛି ରବିବାର ପ୍ରାୟ ୮୦,୦୦୦ ଲୋକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଏବଂ ଏକ ମିଲିୟନରୁ ଅଧିକ ଲୋକ ଅସ୍ଥାୟୀ ଶିବିରରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri