ପରିବାର ଲୋକେ ମନାକରିବାରୁ ସୁଧାର ଗୃହ ଗଲେ ଉଦ୍ଧାର ମହିଳା

ଆସିକା,୮।୭(ଡି.ଏନ୍‌.ଏ.): ଗାଙ୍ଗପୁର ଥାନା ଚଞ୍ଚରାପଲ୍ଲୀ ଗ୍ରାମର ସାଇବାଣୀ ଗୌଡ ୫ବର୍ଷ ହେଲା ନିଖୋଜ ଥିଲେ। ତାଙ୍କୁ ଗାଙ୍ଗପୁର ପୋଲିସ ହରିୟାଣାର ଶିର୍ଶା ଜିଲା ଅନ୍ତର୍ଗତ ଏଲାନାବାଗରୁ ଉଦ୍ଧାର କରି ମଙ୍ଗଳବାର ଗାଁକୁ ଆଣିଥିଲେ। ତେବେ ପରିବାରରେ ତାଙ୍କ ରହିବା ନେଇ କୌଣସି ସହମତି ନ ହେବାରୁ ଗୁରୁବାର ଗୋପାଳପୁରସ୍ଥିତ ସୁଧାର ଗୃହରେ ଛାଡି ଦିଆଯାଇଥିବା ଥାନା ଅଧିକାରୀ ଶୁଭେନ୍ଦୁ କୁମାର ସାହୁ କହିଛନ୍ତି। ସାଇବାଣୀ କେଉଁ ପରିସ୍ଥିତିରେ ଏଠାରୁ ହରିୟାଣା ଯାଇଥିଲେ ତାହା ସ୍ପଷ୍ଟ ଭାବେ କହି ପାରୁନାହାନ୍ତି। ସେଠାରେ ଏକ ରୋଷେଇ କେନ୍ଦ୍ରରେ ନିୟୋଜିତ ଥିଲେ ଓ ତାଙ୍କୁ ବାହାରକୁ ଛଡା ଯାଉ ନ ଥିଲା ବୋଲି ପୋଲିସ ନିକଟରେ କହିଛନ୍ତି। କୌଣସି ପରିସ୍ଥିତିରେ ସେ ବାହାରକୁ ଖସି ଆସିବା ପରେ ସେଠାକାର ପୋଲିସ ୪ମାସ ହେଲା ଏକ ସୁଧାର ଗୃହରେ ରଖିଥିଲା। ମହିଳାଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଏହି ଖବର ଭାଇରାଲ ହେବା ପରେ ଗତ ଶନିବାର ଗାଙ୍ଗପୁର ଥାନାର ଏକ ପୋଲିସ ଟିମ୍‌ ହରିୟାଣାର ଯାଇ ତାଙ୍କୁ ଉଦ୍ଧାର କରି ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri