ମହିଳାଙ୍କୁ ଜାଳିଦେଲେ ପୂର୍ବତନ ପାର୍ଟନର

ବେଙ୍ଗାଲୁରୁ,୨ା୯: ବେଙ୍ଗାଲୁରୁର ଇଲେକ୍ଟ୍ରୋନିକ୍‌ ସିଟି ଥାନା ଅଞ୍ଚଳରେ ଜଣେ ୩୫ ବର୍ଷୀୟା ମହିଳାଙ୍କୁ ତାଙ୍କ ପୂର୍ବତନ ଲିଭ୍‌-ଇନ୍‌ ପାର୍ଟନର ପେଟ୍ରୋଲ ଢାଳି ଜାଳିଦେଇଛନ୍ତି। ଗତ ଶନିବାର ଏହି ଘଟଣା ଘଟିଥିବାବେଳେ ଅଭିଯୁକ୍ତ ବିଠଲ(୫୨)ଙ୍କୁ ଗିରଫ କରାଯାଇଛି। ବନଜାକ୍ଷୀ ଏବଂ ବିଠଲ ୪/୫ ବର୍ଷ ପୂର୍ବରୁ ଲିଭ୍‌-ଇନ୍‌ ସମ୍ପର୍କରେ ଥିଲେ। ଉଭୟ ପୂର୍ବରୁ ବିବାହିତ। ତେବେ ବିଠଲ ମଦ ପିଇ ହଇରାଣ କରୁଥିବାରୁ ବନଜାକ୍ଷୀ ତାଙ୍କଠାରୁ ଦୂରେଇଯାଇ କିଛିଦିନ ପୂର୍ବରୁ ମାରିଆପ୍ପା ନାମକ ଅନ୍ୟ ଜଣଙ୍କ ସହ ସମ୍ପର୍କ ରଖିଥିଲେ। ଶନିବାର ବନଜାକ୍ଷୀଙ୍କୁ ମାରିଆପ୍ପାଙ୍କ ସହ କାର୍‌ରେ ଦେଖିବା ପରେ ବିଠଲ ସେମାନଙ୍କୁ ପିଛା କରିଥିଲେ। ଟ୍ରାଫିକ୍‌ରେ ସେମାନେ ଅଟକିବାରୁ ବିଠଲ ପେଟ୍ରୋଲ ଫିଙ୍ଗି ନିଆଁ ଲଗାଇଦେଇଥିଲେ। ବନଜାକ୍ଷୀଙ୍କ ଶରୀରର ୬୦ ଭାଗ ପୋଡ଼ିଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri