କ୍ୱାରାଣ୍ଟାଇନ ହୋଟେଲରେ ନିଆଁ ଲଗାଇଦେଲେ

କାଇରନ୍ସ, ୨୯ା୧୧: ଅଷ୍ଟ୍ରେଲିଆର କାଇରନ୍ସ ସହରରେ ଜଣେ ୩୧ ବର୍ଷୀୟ ମହିଳା ଏକ କୋଭିଡ୍‌-୧୯ କ୍ୱାରାଣ୍ଟାଇନ ହୋଟେଲରେ ନିଆଁ ଲଗାଇଦେଇଛନ୍ତି। ୧୧ତମ ମହଲାରେ ସେ ଓ ତାଙ୍କ ୨ ପିଲା କ୍ୱାରାଣ୍ଟାଇନରେ ରହିଥିଲେ। ହୋଟେଲ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀଙ୍କ କାର୍ଯ୍ୟକୁ ନେଇ ସେ ଅସନ୍ତୁଷ୍ଟ ଥିଲେ। ଅସୁବିଧା ଦୂର ନ ହେବାରୁ ମହିଳା ଜଣକ ହୋଟେଲରେ ନିଆଁ ଲଗାଇ ଦେଇଥିବା ଜଣାପଡିଛି। ଅଗ୍ନି କାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ହେଟେଲରେ ଥିବା ୧୬୦ ଜଣଙ୍କୁ ସୁରକ୍ଷିତ ଭାବେ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଇଛି। ପୋଲିସ ମହିଳାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଆମେରିକାରେ କମିଲା କରୋନା ମୃତ୍ୟୁ ସଂଖ୍ୟା

ଓ୍ବାଶିଂଟନ,୧୯।୬: କରୋନା ସଂକ୍ରମଣ କ୍ଷେତ୍ରରେ ବ୍ରାଜିଲ, ଆମେରିକା ଓ ଭାରତର ସ୍ଥିତି ଉଦ୍‌ବେଗଜନକ ରହିଛି। ପ୍ରତିଦିନ ସଂକ୍ରମିତଙ୍କ ତାଲିକାରେ ଭାରତ ୩ ନମ୍ବରରେ ଥିବା ବେଳେ...

୯/୧୧ ଆକ୍ରମଣ ପଛରେ ସୌଦି ଆରବ ହାତ? ଏଫ୍‌ବିଆଇର ଜାରି କଲା ଗୁପ୍ତ ରିପୋର୍ଟ…

ଓ୍ବାଶିଂଟନ,୧୨।୯: ଆମେରିକାର ଓ୍ବାଲ୍ଡ ଟ୍ରେଡ୍‌ ସେଣ୍ଟରରେ ହୋଇଥିବା ୯/୧୧ ଆକ୍ରମଣରେ କେବଳ ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦାର ହାତ ନ ଥିଲା। ଏଥିରେ ସୌଦି ଆରବ ପକ୍ଷରୁ...

୨୦୩୦ ସୁଦ୍ଧା ରୋବଟ ଯୋଗୁ ୨ କୋଟିରୁ ଅଧିକ ଲୋକ ହରାଇବେ ଚାକିରି

ଓ୍ବାଶିଂଟନ,୨୬।୬: ଆର୍ଥିକ ବିକାଶ ପାଇଁ ଏବେ ପୃଥିବୀର ପ୍ରତି ରାଷ୍ଟ୍ରରେ ନିର୍ମାଣ ସମେତ ବିଭିନ୍ନ କ୍ଷେତ୍ରରେ ଅଟୋମେଶନ ତଥା ରୋବଟ୍‌ର ଉପଯୋଗ କରାଯାଉଛି। ଏହାଦ୍ୱାରା ନିର୍ମାଣ...

୯/୧୧ରେ ହୋଇପାରେ ଶପଥ ପାଠ

କାବୁଲ,୯।୯: ଆସନ୍ତା ୧୧ ତାରିଖରେ ଆମେରିକାର ଟ୍ବିନ ଟାଓ୍ବାର ଆକ୍ରମଣର ୨୦ ବର୍ଷ ପୂର୍ତ୍ତି ଅବସରରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ କରିପାରେ ତାଲିବାନ୍‌। କିଛି...

ଚାଇନା ଲାବ୍‌ରେ କରୋନା ଔଷଧ

ବେଜିଂ,୨୧ା୫: ଚାଇନାର ଏକ ଲାବରେଟୋରିରେ ଏଭଳି ଔଷଧ ବିକଶିତ କରାଯାଇଛି, ଯାହା ମହାମାରୀ କରୋନା ଭାଇରସ୍‌କୁ ରୋକିପାରିବ ବୋଲି ବୈଜ୍ଞାନିକମାନେ ଦାବି କରିଛନ୍ତି। ସେମାନେ କହିଛନ୍ତି...

ସିନେଟରେ ମହାଭିଯୋଗ ବିଚାର

ଓ୍ବାଶିଂଟନ,୧୧ା୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମଙ୍ଗଳବାର ସିନେଟରେ ମହାଭିଯୋଗ ଶୁଣାଣି ଆରମ୍ଭ ହୋଇଛି। ହ୍ବାଇଟ୍‌ ହାଉସ୍‌ ଛାଡ଼ିବା ପୂର୍ବରୁ ଟ୍ରମ୍ପ୍‌ ଘଟାଇଥିବା...

ସ୍ପାର୍ସକୁ ଟପିଲା କରୋନା: ମୃତ୍ୟୁ ସଂଖ୍ୟା ୮୧୧ ଛୁଇଁଲା

ବେଜିଂ,୯।୨: ଚାଇନାର କରୋନା ମହାମାରୀ ଯୋଗୁ ହାହାକାର ସୃଷ୍ଟି ହୋଇଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ...

ଭୁଲ୍‌ରେ ବିମାନର ଇର୍ମଜେନ୍ସି ଡୋର୍‌ ଖୋଲିଲେ ଯାତ୍ରୀ

ଇସଲାମାବାଦ୍‌,୯।୬: ପାକିସ୍ତାନ ଏୟାର ଲାଇନ୍ସର ଜଣେ ଯାତ୍ରୀଙ୍କ ଯୋଗୁ ବିମାନ ଉଡାଣରେ ୭ ଘଣ୍ଟା ବିଳମ୍ବ ହୋଇଛି। ବ୍ରିଟେନ୍‌ର ମାଞ୍ଚେଷ୍ଟରରୁ ଇସଲାମାବାଦ୍‌ ଉଡାଣ କରୁଥିବା ବିମାନ...

Advertisement


Archives

Model This Week