ଘରେ ନିଆଁ ଲଗାଇ ବାହାରେ ଚେୟାରରେ ବସି ଦୃଶ୍ୟ ଉପଭୋଗ କରୁଥିଲେ ମହିଳା, ଜାଣିଲେ…

କଥାରେ ଅଛି, ଘର ଫୁଙ୍କି ତାମସା ଦେଖୁଛ। ଏହି କଥାର ଯଥାର୍ଥତା ଦେଖିବାକୁ ମିଳିଛି ଜଣେ ମହିଳାଙ୍କ କ୍ଷେତ୍ରରେ। ସେ ନିଜ ଘରେ ନିଆଁ ଲଗାଇଦେଇ ବାହାରେ ଚେୟାର ଉପରେ ବସି ଏହି ଦୃଶ୍ୟକୁ ଉପଭୋଗ କରୁଥିଲେ। ଏପରି ଘଟଣା ଦେଖିବାକୁ ମିଳିଛି, ଆମେରିକାର ମ୍ୟାରିଲ୍ୟାଣ୍ଡ ସହରରେ।

ଏକ ରିପୋର୍ଟ ଅନୁଯାୟୀ ମହିଳା ନିଜ ଘରେ ପ୍ରଥମେ ନିଆଁ ଲଗାଇଦେଲେ। ପରେ ଘର ସାମ୍ନାରେ ଥିବା ଲନ୍‌ରେ ଚେୟାର ଉପରେ ବସି ଘର ଜଳୁଥିବା ଦୃଶ୍ୟ ଦେଖିଲେ। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ଏହି ଘର ଭିତର ଜଳୁଥିବା ସେ ଦେଖିବାକୁ ପାଇଥିଲେ। ତେବେ ମହିଳାଙ୍କ ପୂରା କାଣ୍ଡ ପଡ଼ୋଶୀଙ୍କ ଘରେ ଲାଗିଥିବା ସିସିଟିଭିରେ କଏଦ ହୋଇଛି।

ପ୍ରତ୍ୟକ୍ଷଦର୍ଶୀ କୁହନ୍ତି, ପ୍ରଥମେ ଘର ଭିତରୁ ପାଟି ଶୁଭିଲା। ପରେ ଜୋର୍‌ରେ କେହି ଝଗଡ଼ା ଲାଗୁଥିବା ମଧ୍ୟ ଶୁଣିବାକୁ ମିଳିଲା। ଏହାର କିଛି ସମୟ ପରେ ଘରେ ନିଆଁ ଜଳି ଉଠିଲା। ମହିଳା ଜଣକ ଘରେ ନିଆଁ ଲଗାଇ ଦେଇ ଆସି ବାହାରେ ବସି ପେପର ପଢ଼ିବାରେ ଲାଗିଲେ। ଏହି ସମୟରେ ତାଙ୍କ ସ୍ବାମୀ ଘର ଭିତରେ ଫସି ରହିଥିଲେ। ଖବର ପାଇ ଦମକଳବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ସ୍ବାମୀଙ୍କୁ ଉଦ୍ଧାର କରିଛନ୍ତି। ତେବେ ମହିଳା ଜଣଙ୍କ କାହିଁକି ଏପରି କାଣ୍ଡ ଭିଆଇଲେ ଏ ବିଷୟରେ ଅଧିକ ପଚରାଉଚରା ଚାଲିଛି। ତଦନ୍ତ ପରେ ସମସ୍ତ କଥା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri