Posted inଫୁରସତ

ମହିଳାଙ୍କୁ ଆକ୍ରମଣ କରି ତଳେ ପକାଇଲେ ଗୋରୁ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଅନେକ ସମୟରେ ଲୋକେ ଗୃହ ପାଳିତ ପଶୁଙ୍କୁ ଖୋଲା ଛାଡ଼ି ଦେଇଥାନ୍ତି । ଯେଉଁଥିପାଇଁ ରାସ୍ତାରେ ଯାଉଥିବା ଅନେକ ଲୋକଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ବେଳେବେଳେ ଏହି ପଶୁମାନେ ହଠାତ୍‌ ରାସ୍ତାରେ ଯାଉଥିବା ଲୋକଙ୍କୁ ଆକ୍ରମଣ କରନ୍ତି । ଯେତେବେଳେ କି ରାସ୍ତା ଦେଇ ଯାଉଥିବା ଲୋକେ ପଶୁଙ୍କୁ କୌଣସି କ୍ଷତି ପହଞ୍ଚାଇ ନ ଥାନ୍ତି। ତଥାପି ଏହି ପଶୁମାନେ ବେଳେବେଳେ ମଣିଷ ପାଇଁ ଭୟଙ୍କର ହୋଇଯାନ୍ତି । ଭିଡିଓରେ ଜଣେ ମହିଳାଙ୍କୁ ଦେଖିବାକୁ ମିଳୁଛି। ସେ ଘରୁ ବାହାରି ରାସ୍ତାକୁ ଆସିବା କ୍ଷଣି ରାସ୍ତାରେ ବୁଲୁଥିବା ଗୋରୁ ତାଙ୍କୁ ଆକ୍ରମଣ କରିଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ଏଭଳି ଘଟଣା ଘଟିଛି ରାଜସ୍ଥାନ ଯୋଧପୁରରେ।
ଭିଡିଓକୁ ଇଆର୍‌ ମହମ୍ମଦ ଅସଲମ ଆଲିଗ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଜଳିଗଲା ଇଭି

ଭୁବନେଶ୍ୱର,୨୫।୫: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ…

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri