ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା କଲେ ମହିଳା

ସୁନ୍ଦରଗଡ଼,୧।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଧରୁଆଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ ମିଟୁଡୁଙ୍ଗୁରୀ ବନଦୁର୍ଗା ମନ୍ଦିର ପଛ ପାଖରେ ଶନିବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ କେନ୍ଦ୍ର କରି ଜଣେ ମହିଳା ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଛନ୍ତି। ମହିଳା ଜଣକ ନିକଟସ୍ଥ ଠେଲକୋବୁଡ ଗ୍ରାମର ବୋଲି ଜଣାପଡିଛି। ଖବର ପାଇ ବର୍ତ୍ତମାନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri