ସହି ହେଲାନି ଯନ୍ତ୍ରଣା, ମହାଦେବ ମନ୍ଦିରରେ ରଶି ଲଗାଇ ଝୁଲି ପଡ଼ିଲେ ମହିଳା

ଯୋଗେଶ୍ୱରପୁର,୧୬।୫(ରଶ୍ମିରଞ୍ଜନ ସାହୁ): ଜଣେ ମହିଳା ରୋଗର ଯନ୍ତ୍ରଣା ସହି ନ ପାରି ଏକ ମହାଦେବ ମନ୍ଦିରରେ ବେକରେ ରସି ଲଗାଇ ଗୁରୁବାର ବିଳମ୍ବିତ ରାତିରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ହେଲେ ନୟାହାଟ ଫାଣ୍ଡି ଅଧୀନ ସୋରଭା ପଞ୍ଚାୟତର ମୂରୁଡ଼ା ଗ୍ରାମର ସନ୍ତୋଷ ବିଶ୍ବାଳଙ୍କ ସ୍ତ୍ରୀ ରିତା ବିଶ୍ବାଳ (୩୫)। ନୟାହାଟ ଫାଣ୍ଡି ଅଧିକାରୀ ଶ୍ରୀଧର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଚାରିଛକ ପଠାଇଥିଲେ। ଏନେଇ ଗୋପ ଥାନାରେ ୯/୨୫ରେ ଏକ ମାମଲା ରୁଜୁ ହୋଇଛି।

ରିତାଙ୍କ ଦେହ ଖରାପ ହେବାରୁ ସେ ତାଙ୍କ ବାପଘରଦେସ୍ତଳି ପଞ୍ଚାୟତର ବଡ଼ତୋଟା ଗ୍ରାମରେ ରହି ଚିକିତ୍ସିତ ହେଉଥିଲେ। ରୋଗର ଯନ୍ତ୍ରଣା ନ କମିବାରୁ ସେ ସୋହୋଣା ମହାଦେବ ମନ୍ଦିରରେ ଭଲ ହେବାକୁ ଗୁହାରିଆ ପଡ଼ିଥିଲେ। ହେଲେ ଯନ୍ତ୍ରଣା ଉପଶମ ନ ହେବାରୁ ମନ୍ଦିର ଭିତରେ ଥିବା ଫ୍ୟାନରେ ରସି ଲଗାଇ ଆତ୍ମହତ୍ୟା କରିଥିଲେ। ଖବର ପାଇ ନୟାହାଟ ଫାଣ୍ଡି ଅଧିକାରୀ ମଲ୍ଲିକ ପହଞ୍ଚି ଘଟଣାର ତଦନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ, ମାଡି ଆସିଲାଣି ବର୍ଷା

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିବାର ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତିଛି। ମାତ୍ର ଏପର୍ଯ୍ୟନ୍ତ ଧାନବିକ୍ରି ସମସ୍ୟା ଲାଗି ରହିଛି। ବିକ୍ରି ପାଇଁ...

ବ୍ରିଜ୍‌ ଭୁଶୁଡ଼ି ୨ ମୃତ, ଅନେକେ ନିଖୋଜ

ପୁଣେ,୧୫ା୬: ମହରାଷ୍ଟ୍ରର ପୁଣେରେ ପ୍ରବଳ ବର୍ଷା ଯୋଗୁ ରବିବାର ଏକ ବ୍ରିଜ୍‌ ଭୁଶୁଡ଼ିଥିଲା। ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୨ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ...

ସାଇପ୍ରସ୍‌ରେ ପ୍ରଧାନମନ୍ତ୍ରୀ ମୋଦି

ନିକୋସିଆ, ୧୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାଇପ୍ରସ୍‌ରେ ପହଞ୍ଚିଛନ୍ତି। ୨ ଦିନିଆ ଗସ୍ତର ପ୍ରଥମ ଭାଗରେ ସେ ସାଇପ୍ରସ୍‌ ଓ କ୍ରୋଏସିଆରେ ଦ୍ୱିପାକ୍ଷିକ ଆଲୋଚନାରେ...

ପ୍ରଶାସନର ବଡ଼ ପଦକ୍ଷେପ: ବନ୍ଦ ରହିବ ହୋଟେଲ, ଢାବା

ବରୀ,୧୫।୬: ଯାଜପୁର ଜିଲାରେ ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲା ବରୀ ଅଞ୍ଚଳରେ...

ଚଳନ୍ତା ବସ୍‌ରେ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ ଶୋ’

ଝାରସୁଗୁଡ଼ା,୧୫ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ୪୯ ନମ୍ବର ଜାତୀୟ ରାଜପଥ ଏବଂ ବିଜୁ ଏକ୍ସପ୍ରେସ୍‌ ଓ୍ବେ ମରଣଯନ୍ତା ପାଲିଟିଛି। ପ୍ରତିଦିନ ଏହି ରାସ୍ତାରେ ଦୁର୍ଘଟଣା...

ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ...

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri