Posted inଫୁରସତ

ସ୍ତ୍ରୀ ଡଷ୍ଟବିନ୍‌ରେ ଫିଙ୍ଗିଦେଲେ ଲକ୍ଷାଧିକ ଟଙ୍କାର ସୁନା ଚେନ୍‌, ଅଳିଆ ଗାଡ଼ି ପଛେ ପଛେ ଦୌଡ଼ିଲେ ସ୍ବାମୀ; ଆଉ ତା’ ପରେ…

ମାଲେସିଆରେ ରହୁଥିବା ଜଣେ ମହିଳା ଫେସ୍‌ବୁକରେ ତାଙ୍କ ସହ ଘଟିଥିବା ଏକ କାହାଣୀ ଶେୟାର କରିଛନ୍ତି। ମହିଳା ଜଣକ ହଠାତ୍‌ ତାଙ୍କ ସୁନା ଚେନ୍‌ଟିକୁ ଅଳିଆଗଦାରେ ପକାଇ ଦେଇଥିଲେ। ଏହା ପରେ ଚେନ୍‌ ଖୋଜିବାକୁ ତାଙ୍କ ସ୍ବାମୀ ଅଳିଆ ଗାଡ଼ି ପଛେ ପଛେ ଦୌଡ଼ିଥିଲେ।

ସତର୍କତା ଅବଲମ୍ବନ ନ ନରିବାରୁ ଏପରି ଘଟଣା ଘଟିଥିଲା। ଏ ବିଷୟରେ ମହିଳା ଜଣକ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ମହିଳା ଜଣକ ନିଜର ମୂଲ୍ୟବାନ ସୁନା ଚେନ୍‌କୁ ଘରର ଡଷ୍ଟବିନ୍‌ରେ ଫିଙ୍ଗି ଦେଇଥିଲେ । ଯେତେବେଳେ ସେ ନିଜ ଭୁଲକୁ ଅନୁଭବ କଲେ, ଡଷ୍ଟବିନର ଆବର୍ଜନା ଟ୍ରକରେ ଭର୍ତ୍ତି ହୋଇ ଡମ୍ପିଂୟାର୍ଡକୁ ଗଲା। ଯେତେବେଳେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ଏ ବିଷୟରେ ଜଣାଇଲେ, ସେ ଅଳିଆ ଗାଡ଼ି  ପଛରେ ଦୌଡ଼ିବାକୁ ଲାଗିଲେ। ଅନେକ ଚେଷ୍ଟା ପରେ ଶେଷରେ ସ୍ବାମୀ ସ୍ତ୍ରୀଙ୍କର ସୁନା ଚେନ୍‌ ଫେରିପାରିଲେ।

ଫେବୃୟାରୀ ୨୦ରେ ମହିଳା ଜଣକ ନିଜ ଫେସବୁକ୍‌ରେ ଏହି ଘଟଣା ବିଷୟରେ ଶେୟାର କରିଥିଲେ। ମହିଳାଙ୍କ ନାମ ୟାୟା। ତାଙ୍କ ଅବହେଳାରୁ ସେ କିପରି ଲକ୍ଷ ଲକ୍ଷ ଟଙ୍କାର ଜିନିଷ ହରାଇଥାନ୍ତେ ସେ ବିଷୟରେ କହିଛନ୍ତି। ଏହା ପାଇବା ପରେ ଉଭୟ ଦମ୍ପତି ଶାନ୍ତିରେ ନିଃଶ୍ୱାସ ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri