ଟ୍ୟାକ୍ସ ଦେଉ ନ ଥିଲେ ପ୍ରେମିକ, ଧୋକା ଦେବା ପରେ ଆୟକର ବିଭାଗରେ ଅଭିଯୋଗ କରିଦେଲେ ମହିଳା, ଆଉ ତା’ପରେ…

ଓ୍ବାଶିଂଟନ୍‌,୫।୧: ଧୋକେବାଜ୍‌ ପ୍ରେମିକଙ୍କ ଠାରୁ ପ୍ରତିଶୋଧ ନେବାକୁ ମହିଳାଜଣକ କିଛି ଏପରି କାରନାମା କରିଛନ୍ତି ଯାହାକୁ ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଆମେରିକାର ଜଣେ ମହିଳା ତାଙ୍କୁ ଧୋକା ଦେଇଥିବା ପ୍ରେମିକଙ୍କୁ ଦଣ୍ଡ ଦେବା ପାଇଁ ଆୟକର ବିଭାଗ(ଇନକମ୍‌ ଟ୍ୟାକ୍ସ)ରେ ଅଭିଯୋଗ କରିଛନ୍ତି। ଯାହା ବଦଳରେ ତାଙ୍କୁ ମୋଟା ଅଙ୍କର ପୁରସ୍କାର ମିଳିଛି।
ଏବା ଲୁଇସ ଏ ସମ୍ପର୍କରେ ଏକ ଟିକ୍‌ଟକ୍‌ ଭିଡିଓରେ ଜଣାଇଛନ୍ତି। ସେ ଆନ୍ତରୀଣ ରାଜସ୍ବ ସେବା(ଆଇଆରଏସ)ଙ୍କୁ ନିଜ ପୂର୍ବ ପ୍ରେମିକଙ୍କ ଟ୍ୟାକ୍ସ ଚୋରି ବିଷୟରେ ସୂଚନା ଦେଇଛନ୍ତି। ସେ ନିଜ ଭାଇରାଲ ଭିଡିଓରେ କହିଛନ୍ତି, ମୋ ଏକ୍ସ ମୋ ସହ ରିଲେଶନରେ ଥିବା ସମୟରେ କେବେ ବି ଟ୍ୟାକ୍ସ ଦେଉ ନ ଥିଲା। ପରେ ସେ ମୋତେ ଧୋକା ଦେଇଥିଲା। ଏହାପରେ ମୁଁ ସିଧା ଆଇଟି ପାଖରେ ପହଞ୍ଚି ଏ ବିଷୟରେ କହିଥିଲି। ଅଭିଯୋଗ କରିବା ପରେ ମୋତେ ୧୦୦,୦୦୦ହଲାର ଅର୍ଥାତ୍‌ ୮୩ଲକ୍ଷ ଟଙ୍କା ପୁରସ୍କାର ମିଳିଥିଲା। ଏବେ ସେହି ଟଙ୍କା ମୁଁ ଖର୍ଚ୍ଚ କରୁଥିବାବେଳେ ଏବେ ସେ ଜେଲ୍‌ରେ ଦଣ୍ଡ ଭୋଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri