ଘରେ ଏକା ଥିଲେ ମହିଳା: ପଶିଲା ନାଗ, ପରେ…

କନ୍ଧମାଳ,୮।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ପଦା ସାହିରେ ଜଣେ ମହିଳାଙ୍କ ଘରୁ ବିରାଟକାୟ ନାଗ ଉଦ୍ଧାର ହୋଇଛି।ତାକୁ ସିମନବାଡି ପଞ୍ଚାୟତ ସଲାବାଡ଼ି ଗ୍ରାମର ପ୍ରକାଶ ଚନ୍ଦ୍ର ପ୍ରଧାନ ଉଦ୍ଧାର କରିଛନ୍ତି । ପ୍ରକାଶ ଯେ ତିଲୋରୀ ପଦା ସାହିର ଅରୁଣି ନାୟକଙ୍କ ଘରେ ବିଳମ୍ବିତ ରାତିରେ ଏକ ନାଗ ସାପ ପଶିଥିଲା ଅରୁଣି ଏକା ଥିବାରୁ ଭୟଭୀତ ହୋଇଯାଇଥିଲେ । ସେ ଗ୍ରାମବାସୀଙ୍କୁ ଜଣାଇ ଥିଲେ ସାହାଯ୍ୟ ମାଗିବାରୁ ଗ୍ରାମର କିଛି ଲୋକ ଦାରିଙ୍ଗବାଡି ବନାଞ୍ଚଳକୁ ସୂଚନା ଦେଇଥିଲେ। ବନାଞ୍ଚଳରେ କେହି ସାପକୁ ଧରିବା ଶିଖି ନ ଥିବାରୁ ସେମାନେ ସିମନବାଡିର ପ୍ରକାଶ ପ୍ରଧାନଙ୍କୁ ଡାକିବାକୁ ପରାମର୍ଶ ଦେଇଥିଲେ ପ୍ରକାଶ ସେଠାରେ ପହଞ୍ଚି ସାପଟିକୁ କାବୁ କରିନେଇଥିଲେ ଏବଂ ତାକୁ ଗୁମାଡି ନଦୀ ନିକଟ ଜଙ୍ଗଲରେ ଛାଡିଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri