ମହିଳାଙ୍କୁ ବଳାତ୍କାର କଲେ ନାବାଳକ

ରାଇରଙ୍ଗପୁର,୨୦ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ରବିବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ବଳାତ୍କାର ମାମଲା (ନଂ.୧୫୩/୨୧) ରୁଜୁ କରିଛି। ତଦନ୍ତ ପରେ ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ବାରିପଦାସ୍ଥିତ ଜୁଭେନାଇଲ କୋର୍ଟରେ ହାଜର କରିଛି।

ମିଳିଥିବା ସୂଚନା ମୁତାବକ, ଅପରାହ୍ନରେ ମହିଳା ଜଣକ ଘର ପାଖ ପଡ଼ିଆକୁ ଶୌଚ ପାଇଁ ଯାଇଥିଲେ। ସେତିକିବେଳ ଅଭିଯୁକ୍ତ ନାବାଳକ ମହିଳାଙ୍କୁ ଏକୁଟିଆ ପାଇ ବଳାତ୍କାର କରିଥିଲେ। ଏନେଇ ସନ୍ଧ୍ୟାରେ ପୀଡ଼ିତା ଥାନାରେ ଅଭିଯୋଗ କରିଥିଲେ। ସୋମବାର ଅଭିଯୁକ୍ତ ଓ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱରୟ,୮।୩(ବ୍ୟୁରୋ): ଆଜି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ । ପ୍ରତିବର୍ଷ ଭଳି ଏହି ଦିନକୁ ସାରା ବିଶ୍ୱରରେ ମହିଳାଙ୍କ ପାଇଁ ପାଳନକରାଯାଏ। ମହିଳାମାନଙ୍କୁ...

ଆଉ ୫ ସ୍ଥାନରେ ହେବ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ଆଉ ୫ ସ୍ଥାନରେ କୋଭିଡ୍‌ ପରୀକ୍ଷା ଆରମ୍ଭ ହେବ। ୨୩ ତାରିଖରୁ କୋରାପୁଟ ଓ ବଲାଙ୍ଗୀର ମେଡିକାଲ୍‌ କଲେଜରେ କରୋନା...

୨୨ ସାଧାରଣ ଗାଡି କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭାଇରସ ସନ୍ଦିଗ୍ଧଙ୍କୁ ହସ୍ପିଟାଲ ଓ ଆଇସୋଲେଶନ ସେଣ୍ଟରକୁ ନେବାକୁ ଗାଡି ଚାଳକ ଅମଙ୍ଗ ହୋଇଥାନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲାପ୍ରଶାସନ ଓ ପରିବହନ ବିଭାଗ...

ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି

କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍‌ଡାଉନ୍‌ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ...

ଉଦ୍‌ଘାଟନର ୭ମାସ ପରେ ରାସ୍ତା ଫାଟି ଆଁ

ଝରିଗାଁ, ୪ା୭(ସ୍ବ.ପ୍ର.):  ଦୁର୍ଗମ ଅଞ୍ଚଳର ବିକାଶ ତଥା ପକ୍କାରାସ୍ତା ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ଉପାନ୍ତ ଯୋଜନା ରହିଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ବହୁ ଦୁର୍ଗମ...

ଖର୍ଚ୍ଚ ହିସାବ ଦେଉନାହାନ୍ତି ବିଭାଗ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବିନିଯୋଗ ପ୍ରମାଣ ପତ୍ର(ୟୁସି) ଦାଖଲ କରୁନାହାନ୍ତି। ୨୦୧୮-୧୯ରେ ବିଭାଗଗୁଡ଼ିକୁ ୨୫,୯୫୭.୨୫ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ସେଥିରୁ ୧୯,୩୭୧.୨୧...

‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମର ଶୁଭାରମ୍ଭ: ପୁଷ୍ଟିହୀନମୁକ୍ତ ପଞ୍ଚାୟତକୁ ମିଳିବ ପୁରସ୍କାର

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ରାଜ୍ୟରେ ୨୦୦୫-୦୬ ବେଳକୁ ଶିଶୁ ମୃତ୍ୟୁହାର ୬୫% ଥିବାବେଳେ ୨୦୧୫-୧୬ ବେଳକୁ ହ୍ରାସ ପାଇ ୪୦%ରେ ପହଞ୍ଚତ୍ଛି। ଶିଶୁ ମୃତ୍ୟୁର ପ୍ରମୁଖ କାରଣ...

ଫନୀର ୩ ମାସ ପରେ କମିନି ଦୁର୍ଦ୍ଦଶା : ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ବିପନ୍ନ

ବାଲିଆ,୩୧।୭: ଫନୀ ବାତ୍ୟା ହେବାର ଇତିମଧ୍ୟରେ ୩ ମାସ ବିତିଲାଣି, ଅଥଚ ଏ ପର୍ଯ୍ୟନ୍ତ ବିପନ୍ନଙ୍କ ଦୁର୍ଦ୍ଦଶା ଦୂର ହୋଇନାହିଁ। ଅଦ୍ୟାବଧି ଜଣେ ହେଲେ ବାତ୍ୟା...

Advertisement
Archives

Model This Week