ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା (୪୮)। ଶୁକ୍ରବାର ରାତିରେ ସେ ଘରେ ଶୋଇଥିବାବେଳେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ଫଳରେ ଚିକିତ୍ସା ଲାଗି ପ୍ରଥମେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ସେଠାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇ ଚିକିତ୍ସିତ କରାଯିବାବେଳେ ଶନିବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ବ୍ରହ୍ମପୁର ବିଏନ୍‌ପୁର ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇ ପୁରୁଷୋତ୍ତମପୁର ପୋଲିସକୁ ଜଣାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?