Posted inଫୁରସତ

ଲକ୍‌ଡାଉନ୍‌ରେ ପ୍ରେମିକ ସହ ରହିବାକୁ ଯାଇଥିଲେ ଯୁବତୀ, ଘରକୁ ଫେରିବା ପରେ ଦେଖିଲେ ଏଭଳି ଦୃଶ୍ୟ

ମହାମାରୀ କରୋନା କବଳରେ ସାରା ବିଶ୍ୱ। ଲକ୍‌ଡାଉନ୍‌ରେ ଫସି ରହିଛନ୍ତି କୋଟି କୋଟି ଲୋକ। ସଂକ୍ରମଣକୁ ଭୟ କରି କିଛି ଲୋକ ସହର ଛାଡ଼ି ଗାଁ ମୁହାଁ ହୋଇଛନ୍ତି। ଏପରି ଏକ ଘଟଣା କ୍ରମରେ ଫ୍ରାନ୍ସର ଜଣେ ଯୁବତୀଙ୍କ ସହ ଆଶ୍ଚର୍ଯ୍ୟକର ଘଟଣା ଘଟିଛି।

ଯୁବତୀଙ୍କ ଳକ୍‌ଡାଉନ୍‌ରେ ସହରରେ ଥିବା ନିଜ ଫ୍ଲାଟ୍‌ ବନ୍ଦ କରି ଗାଁରେ ଥିବା ନିଜ ଘରକୁ ଚାଲିଯାଇଥିଲେ। ୩ ମାସ ପରେ ସେ ଫେରିବା ପରେ ନିଜ ରୋଷେଇଘରର ଅବସ୍ଥା ଦେଖି ଚମକି ପଡ଼ିଥିଲେ। ରୋଷେଇଘରେ ଗୋଲାପୀ ରଙ୍ଗର ଗାର ଭଳି ସେ ଦେଖିଥିଲେ। ସେ ପ୍ରଥମେ ଏହାକୁ ଏଲିଅନ ଟ୍ରି ବୋଲି ଭାବିଥିଲେ। ପରେ ସେ ଗଛଗୁଡ଼ିକ ତନ୍ନ ତନ୍ନ କରି ଦେଖିଥିଲେ। ପରେ ସେ ମାଟି ଆଳୁ ଗଛ ବୋଲି ଜାଣିବାକୁ ପାଇଥିଲେ।

ଯୁବତୀ ହେଉଛନ୍ତି ଡୋନା ପରୀ। ତାଙ୍କ ବୟସ ୨୨ ବର୍ଷ। ସେ ଟୁଇଟରରେ ରୋଷେଇଘରେ ହୋଇଥିବା ଉକ୍ତ ଗଛର ଫଟୋ ଶେୟାର କରିଥିଲେ। ଏହା ଏବେ ଭାଇରାଲ ହେଉଛି।

ଡୋନା ମାର୍ଚ୍ଚରେ ମାଟିଆଳୁ କିଣି ଘରେ ରଖିଥିଲେ। ପରେ ଲକ୍‌ଡାଉନ୍‌ ହେବା ପରେ ସେ ପ୍ରେମିକଙ୍କ ସହ ସେଲ୍ଫ ଆଇସୋଲେଶନ୍‌ରେ ରହିବାର ନିଷ୍ପତ୍ତି ନେଇଥିଲେ। ହେଲେ ସେ ତିନି ମାସ ପରେ ଘରକୁ ଫେରିବା ପରେ ହଠାତ୍‌ ଚମକି ପଡ଼ିଥିଲେ। ପରେ ସେ କଇଁଚି ସାହାଯ୍ୟରେ ଗଛ ଗୁଡ଼ିକୁ କାଟି ଘର ସଫା କରିଥିଲେ। ଏଥିପାଇଁ ତାଙ୍କୁ ଅନେକ ଘଣ୍ଟା ଲାଗିଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri