ବୋଲେରୋ ଧକ୍କାରେ ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ଆଇଡିସିରେ ଉତ୍ତେଜନା

ରାଉରକେଲା,୧୭ା୧୦(ସଙ୍ଗୀତା ଜେନା): ଶୁକ୍ରବାର ସକାଳେ ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଆଇଡିସିରେ ଏକ କମ୍ପାନୀର ବୋଲେରୋ ଧକ୍କାରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସହସ୍ରାଧିକ ସ୍ଥାନୀୟ ଘଟଣାର ନିରପେକ୍ଷ ତଦନ୍ତ ଓ କ୍ଷତିପୂରଣ ଦାବିରେ ବିକ୍ଷୋଭ କରିଥିଲେ। ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Share