ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭରତପୁର ଥାନା ଅଧୀନ ଫୁଲେଶରି ବସ୍ତିରେ। ମହିଳାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ସ୍ବାମୀଙ୍କ ଛୁରା ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ ହୋଇଛି। ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ଭରତପୁର ପୋଲିସ ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା କାର୍ଯ୍ୟ କରୁଥିଲେ ପ୍ରଧାନଶିକ୍ଷକ, ଚାଲିଗଲା ଜୀବନ, ଅଂଶୁଘାତ ଅଭିଯୋଗ ଆଣି ସ୍ତ୍ରୀ…

ଅମରପାଲି,୨୦ା୪(ପୀତାମ୍ବର ସାହୁ): ଜନଗଣନା କାର୍ଯ୍ୟ କରୁଥିବାବେଳେ ଜଣେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ କ୍ଲଷ୍ଟର ସୁନାପାଲି…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ…

ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri