ମହିଳାଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା

ଖୋର୍ଦ୍ଧା ଅଫିସ୍‌,୨୮।୨: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପଲ୍ଲାରୁ ଜଣେ ବିବାହିତ ମହିଳାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଶ୍ରଦ୍ଧାଞ୍ଜଳି ରାଉତରାୟ(୨୫)।
ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିିତ୍ସାଳୟକୁ ପଠାଇଛି।
ସୂଚନାଯୋଗ୍ୟ, ଜୟମଙ୍ଗଳ ଗ୍ରାମର ପ୍ରତାପ ରାଉତରାୟଙ୍କ ଝିଅ ଶ୍ରଦ୍ଧାଞ୍ଜଳି ପଲ୍ଲାର ସୁରତ ଧାଉଡିଆସିଂଙ୍କ ପୁଅ ସୁଜିତଙ୍କୁ ୨୦୨୦ ଫେବୃୟାରୀ ୪ରେ ବୈଦିକ ରୀତିରେ ବିବାହ କରିଥିଲେ।
ପ୍ରତାପଙ୍କ ଅଭିଯୋଗ ଅନୁଯାୟୀ, ରବିବାର ସକାଳ ସମୟରେ ଶ୍ବଶୁରଙ୍କ ଫୋନ ଆସିଥିଲା, ଝିଅ ଆଉ ନାହିଁ। ଖବରପାଇ ପହଞ୍ଚିବା ବେଳେ ଝିଅ ଆତ୍ମହତ୍ୟା କରିଛି ବୋଲି ସୂଚନା ଦେଇଥିଲେ। ମୋ ଝିଅ ଉଚ୍ଚ ଶିକ୍ଷିତା। ସେ ଆତ୍ମହତ୍ୟା କରିନି, ବରଂ ତାଙ୍କ ଶାଶୁ,ଶ୍ବଶୁର, ଦୁଇ ନଣନ୍ଦ,ଜ୍ବାଇଁ ମିଶି ହତ୍ୟା କରିଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଜାଲରେ ପଡ଼ିଲା ବାଇକ୍‌

ଭଦ୍ରକ ଅଫିସ, ୧୦।୪-ମାଛ ଧରିବା ବେଳେ ଜାଲ ଉଠିଲାନି। ବଡ଼ ମାଛ ପଡ଼ିଥିବା ଭାବି ମତ୍ସ୍ୟଜୀବୀମାନେ ମିଶି ଜାଲ ଉଠାଇଲା ବେଳକୁ ସେଥିରେ ଏକ ବାଇକ୍‌...

ଟାଟା ଖଣି ସମ୍ମୁଖରେ ଜମିହରା ଗ୍ରାମବାସୀଙ୍କ ଆନ୍ଦୋଳନ: କର୍ମଚାରୀଙ୍କୁ ଖଣି ଭିତରକୁ ଛାଡିଲେ ନାହିଁ

ଯୋଡ଼ା, ୫।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣି ଫାଟକ ସମ୍ମୁଖରେ ଜମିହରା ଅଧିବାସୀ ଗୁରୁବାର ଭୋରରୁ ଆନ୍ଦୋଳନ ଆରମ୍ଭ କରିଛନ୍ତି।...

ଜୁଆଆଡ୍ଡାରେ ଚଢ଼ାଉ, ୧୧ ଗିରଫ

ବଲାଙ୍ଗୀର ଅଫିସ, ୨୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାହାରପାଲି ଜଙ୍ଗଲରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି...

ରାସ୍ତାରେ ଯୁବକଙ୍କୁ ଗଳାକାଟି ହତ୍ୟା

ପୁରୀ ଅଫିସ,୧୪ା୫: ପୁରୀ ସଦର ଥାନା ଅନ୍ତର୍ଗତ ଶାସନ ଦାମୋଦରପୁର ପଞ୍ଚାୟତ ହାଟସାହି ନିକଟରେ ଜଣେ ଯୁବକଙ୍କୁ ଗଳା କାଟି ବୀଭତ୍ସ ଭାବେ ହତ୍ୟା କରାଯାଇଛି।...

ରିଲିଫ୍‌ ପରିଚାଳନାରେ ପ୍ରଶାସନର ତ୍ରୁଟି ଅଭିଯୋଗ

କୁଜଙ୍ଗ,୨୧।୮(ଡି.ଏନ୍‌.ଏ): କୁଜଙ୍ଗ ବ୍ଲକର ୧୦ଟି ପଞ୍ଚାୟତର ପ୍ରାୟ ୧୫ ହଜାରରୁ ଉର୍ଦ୍ଧ୍ୱ ଲୋକ ୬ ଦିନ ହେବ ବନ୍ୟା ପାଣି ଘେରରେ ରହି ବିଭିନ୍ନ ସମସ୍ୟା...

ଶିକ୍ଷା ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ରାଇଘର,୧ା୫(ଡି.ଏନ୍‌.ଏ.): କରୋନା ବିପତ୍ତି ସମୟରେ ସହାୟତାର ହାତ ବଢ଼ାଇଛି ନବରଙ୍ଗପୁର ଜିଲା ରାଇଘର ବ୍ଲକ୍‌ ଶିକ୍ଷା ବିଭାଗ। ପରିସ୍ଥିତିର ମୁକାବିଲା ପାଇଁ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ...

ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ

ପୁରୀ ଅଫିସ/କଟକ ଅଫିସ୍‌, ୧୫ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି।...

ଅତାବିରାରେ ଝିଅ ପରେ ମା’ କରୋନା ପଜିଟିଭ

ବରଗଡ଼ ଅଫିସ,୮।୭: ବରଗଡ଼ ଜିଲା ଅତାବିରା ବ୍ଲକରେ ବୁଧବାର ପୁଣି ଜଣେ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଏହି ବ୍ଲକ ଅନ୍ତର୍ଗତ...

Advertisement
Archives

Model This Week