ମହିଳାଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା

ଖୋର୍ଦ୍ଧା ଅଫିସ୍‌,୨୮।୨: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପଲ୍ଲାରୁ ଜଣେ ବିବାହିତ ମହିଳାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଶ୍ରଦ୍ଧାଞ୍ଜଳି ରାଉତରାୟ(୨୫)।
ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିିତ୍ସାଳୟକୁ ପଠାଇଛି।
ସୂଚନାଯୋଗ୍ୟ, ଜୟମଙ୍ଗଳ ଗ୍ରାମର ପ୍ରତାପ ରାଉତରାୟଙ୍କ ଝିଅ ଶ୍ରଦ୍ଧାଞ୍ଜଳି ପଲ୍ଲାର ସୁରତ ଧାଉଡିଆସିଂଙ୍କ ପୁଅ ସୁଜିତଙ୍କୁ ୨୦୨୦ ଫେବୃୟାରୀ ୪ରେ ବୈଦିକ ରୀତିରେ ବିବାହ କରିଥିଲେ।
ପ୍ରତାପଙ୍କ ଅଭିଯୋଗ ଅନୁଯାୟୀ, ରବିବାର ସକାଳ ସମୟରେ ଶ୍ବଶୁରଙ୍କ ଫୋନ ଆସିଥିଲା, ଝିଅ ଆଉ ନାହିଁ। ଖବରପାଇ ପହଞ୍ଚିବା ବେଳେ ଝିଅ ଆତ୍ମହତ୍ୟା କରିଛି ବୋଲି ସୂଚନା ଦେଇଥିଲେ। ମୋ ଝିଅ ଉଚ୍ଚ ଶିକ୍ଷିତା। ସେ ଆତ୍ମହତ୍ୟା କରିନି, ବରଂ ତାଙ୍କ ଶାଶୁ,ଶ୍ବଶୁର, ଦୁଇ ନଣନ୍ଦ,ଜ୍ବାଇଁ ମିଶି ହତ୍ୟା କରିଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ କୁଇଣ୍ଟାଲ ଗଞ୍ଜେଇ ଜବତ: ଟ୍ରକ୍‌ ଛାଡ଼ି ଅଭିଯୁକ୍ତ ଫେରାର

ଚିତ୍ରକୋଣ୍ଡା,୧୩।୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ଶନିବାର ରାତିରେ ଇସାର ଛକ ନିକଟରୁ ଗଞ୍ଜେଇ ଚାଲାଣ ହେଉଥିବା ଏକ ଟ୍ରକ୍‌(ଆର୍‌ଜେ-୦୫ ଜିଆର୍‌ ୬୦୯୫) ଜବତ କରିଛି। ସେଥିରୁ...

ସ୍ବର୍ଗଦ୍ୱାର ଛାତରୁ ଗଳୁଛି ପାଣି

ପୁରୀ ଅଫିସ,୨୭। ୭: ଗତ ଅକ୍ଷୟତୃତୀୟାଠାରୁ ନୂଆ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଆରମ୍ଭ ହୋଇଛି। ଏହାର କିଛି ମାସ ପରେ ଏବେ ମୃତଦେହ ଦାହ ପିଣ୍ଡି...

ଡିଏଭି କଲେଜରେ ଜିତେନ୍ଦ୍ର, ହ୍ୟୁମାନଙ୍କ କାଉନସେଲିଂ: ଛାତ୍ରୀଛାତ୍ରଙ୍କୁ ଦେଲେ ସଫଳତାର ମନ୍ତ୍ର

ଟିଟିଲାଗଡ଼, ୧୫।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ କଲେଜ ଦୁଇ ପ୍ରାକ୍ତନ ଛାତ୍ର ତଥା ସେଲିବ୍ରେଟି ଜିତେନ୍ଦ୍ର ମିଶ୍ର ଏବଂ ହ୍ୟୁମାନ...

ବିଶ୍ୱର ସବୁଠୁ କ୍ଷୁଦ୍ର ରଥ :ନ୍ୟାଶନାଲ ବୁକ ଅଫ ରେକର୍ଡରେ ସ୍ଥାନିତ ,ଗିନିଜ ବୁକ ଅଫ ରେକର୍ଡ ଦେବ ସ୍ବତନ୍ତ୍ର ମାନ୍ୟତା

ବ୍ରହ୍ମପୁର ଅଫିସ,୪ା୭-ପୁଣି ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ କାଠରେ ସେ ବିଶ୍ୱର ସବୁଠୁ...

ବିକ୍ରି ହୋଇ ପାରୁଛି ମଦ, ଖୋଲୁନି ଦୁଗ୍ଧ ଉତ୍ପାଦକ ସମିତି: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ବରଗଡ଼ ଅଫିସ,୨୬।୭: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କେତେବେଳେ ଲକ୍‌ଡାଉନ ତ ଆଉ କେତେବେଳେ ଶଟଡାଉନ କଟକଣା ଲାଗୁ ହେଉଛି। ଏଭଳି ସ୍ଥିତିରେ ବିଭିନ୍ନ...

ଷ୍ଟେଶନ ଉପରେ ଡ୍ରୋନ୍‌ ନଜର

ପୁରୀ ଅଫିସ,୧୬ା୪: ମେ ୩ ତାରିଖ ଯାଏ ଦେଶବ୍ୟାପୀ ଗଡ଼ିବନି ଟ୍ରେନ। କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ...

ଗିରଫ ହେଲେ ସଉକିଆ ପୋଲିସ ବାବୁ

କଟକ ଅଫିସ୍‌,୧୬।୨: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୋଲିସ କମ୍ୟୁନିକେଶନ୍‌ ସେଲ୍‌ରେ କାର୍ଯ୍ୟରତ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ର ବୁଧବାର ଗିରଫ ହୋଇଛନ୍ତି। ତାଙ୍କୁ...

ଟାଟାଷ୍ଟିଲ ବିଏସ୍‌ଏଲ୍‌କୁ ବିଶ୍ୱ ସଷ୍ଟେନ୍‌ବିଲିଟି ପୁରସ୍କାର

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ବିଏସ୍‌ଏଲକୁ ସମ୍ମାନଜନକ ବିଶ୍ୱ ସଷ୍ଟେନ୍‌ବିଲିଟି-୨୦୨୦ ପ୍ଲାଟିନମ୍‌ ପୁରସ୍କାର ମିଳିଛି। ଅନ୍‌ଲାଇନରେ ଆୟୋଜିତ ୧୧ତମ ବିଶ୍ୱ ଅକ୍ଷୟ...

Advertisement
Archives

Model This Week