ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ

ଟେନସା,୩୧ା୩(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ମାଳଦା ନିକଟସ୍ଥ ଜଙ୍ଗଲରୁ ସୋମବାର ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ଉଲଗ୍ନ ଥିବାବେଳେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ହେଲେ ମହିଳାଙ୍କ ପରିଚୟ ମିଳିନାହିଁ। ଏନେଇ କୋଇଡା ଥାନାରେ ଏକ ଅପମୃତ୍ୟୁ ମାମଲା କେସ୍‌ ନଂ.୪/୨୫ ରୁଜୁ ହୋଇଛି। ମଙ୍ଗଳବାର ରାଉରକେଲାରୁ ସାଇଣ୍ଟିଫିକ ଟିମ ଆସି ତଦନ୍ତ କରିବ।

ସୂଚନା ଅନୁଯାୟୀ, ସୋମବାର ଅପରାହ୍ନରେ ମାଲଦା ଗ୍ରାମର ଲୋକେ ଜଙ୍ଗଲକୁ କାଠ ଆଣିବାକୁ ଯିବାବେଳେ ମୃତଦେହ ପଡିଥିବା ଦେଖି କୋଇଡା ପୋଲିସକୁ ଖବର ଦେଇଥିଲେ। କୋଇଡା ଥାନା ଅଧିକାରୀ ମନୋରଞ୍ଜନ କୁମ୍ଭ।ର ସଦଳବଳ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ରୁ ଝଡ଼ବର୍ଷା ଆଲର୍ଟ, IMD କହିଲା ବଢିପାରେ ପବନର ବେଗ!

ନୂଆଦିଲ୍ଲୀ,୨୨।୪: ଉତ୍ତର-ପଶ୍ଚିମ ଭାରତରେ ପ୍ରବଳ ଗରମ ଆରମ୍ଭ ହୋଇଥିବାବେଳେ, ଉତ୍ତର-ପୂର୍ୱ ଭାରତରେ ପ୍ରବଳ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗ ଏପର୍ଯ୍ୟନ୍ତ ୧୩ଟି ରାଜ୍ୟ ପାଇଁ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri