Posted inଫୁରସତ

ଜାତିପ୍ରଥା ପାଇଁ ଅଧାରୁ ବନ୍ଦ ହେଲା ମହିଳାଙ୍କ ଶବଦାହ

ଆଗ୍ରା, ୨୭।୭: ଉତ୍ତର ପ୍ରଦେଶରେ ଲୋକଙ୍କ ମନରେ ଏବେ ମଧ୍ୟ କେମିତି ଜାତିପ୍ରଥା ବସା ବାନ୍ଧିହୋଇ ରହିଛି ତାହାର ଏକ ଜ୍ୱଳନ୍ତ ଉଦାହରଣ ଆଗ୍ରାରେ ଦେଖିବାକୁ ମିଳିଛି। ଏଠାରେ ଜଣେ ଦଳିତ ମହିଳାଙ୍କ ମୃତ୍ୟୁପରେ ପରିବାର ଲୋକ ଗ୍ରାମ ବାହାରେ ଥିବା ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରୁଥିଲେ। କିନ୍ତୁ ସେଠାରେ କିଛି ଗ୍ରାମବାସୀ ପହଞ୍ଚି ଶବଦାହକୁ ବିରୋଧ କରିଥିଲେ। ଫଳରେ ଉପାୟଶୂନ୍ୟ ହୋଇ ଏହି ପରିବାର ଲୋକ ଥାନାରେ କୌଣସି ମାମଲା ରୁଜୁୂ ନ କରି ମହିଳାଙ୍କ ଶବକୁ ସେଠାରୁ ଧରି ଅନ୍ୟ ଏକ ସ୍ଥାନରେ ଶେଷରେ ଅନ୍ତିମ ସଂସ୍କାର କରିଥିବା ଜଣାପଡ଼ିଛି। ଘଟଣାର ଏକ ସପ୍ତାହ ପରେ ଏହି ଖବର ପାଇ ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି। ଅଛନେରା ତହସିଲ ଅନ୍ତର୍ଗତ ରାୟଭା ଗ୍ରାମରେ ନଟ୍‌ ସମ୍ପ୍ରଦାୟର କିଛି ଲୋକ ରୁହନ୍ତି। ଏହି ସମ୍ପ୍ରଦାୟର ଜଣେ ମହିଳାଜଣଙ୍କ ଗତ ୨୦ରେ ସ୍ବାସ୍ଥ୍ୟ ଖରାପ ହୋଇଥିଲା। ଏହାପରେ ସେହିଦିନ ତାଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ପରିବାର ଲୋକ ଅନ୍ତିମ ସଂସ୍କାର ପାଇଁ ଗ୍ରାମ ନିକଟରେ ଥିବା ଶ୍ମଶାନରେ ପହଞ୍ଚତ୍ଥିଲେ। ମହିଳାଙ୍କ ୬ ବର୍ଷର ପୁଅ ଜେଜେବାପାଙ୍କ ସହାୟତାରେ ମୁଖାଗ୍ନି ଦେବା ପାଇଁ ଚିତା ଚାରିପାଖେ ବୁଲୁଥିବାବେଳେ କିଛି ଗ୍ରାମବାସୀ ସେଠାରେ ପହଞ୍ଚି ଶବଦାହକୁ ବିରୋଧ କରିଥିଲେ। ପୂର୍ବରୁ ମଧ୍ୟ ଏହି ସମ୍ପ୍ରଦାୟର ଲୋକଙ୍କ ଶବକୁ ଏଠାରେ ଗ୍ରାମବାସୀ ଅନ୍ତିମ ସଂସ୍କାର କରାଇ ଦେଉ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri