ଇଟାଭାଟି ଭିତରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ପାଟଣା,୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଉପାନ୍ତ ଅଞ୍ଚଳ ମାଛଗଡ଼ ପଞ୍ଚାୟତ ବାଉଁଶନାଳି ଗ୍ରାମରେ ଜେନା ମୁଣ୍ଡାଙ୍କର ଥିବା ଏକ ପୁରଣା ଇଟାଭାଟି ଚୁଲା ଭିତରୁ ଶୁକ୍ରବାର ସକାଳେ ଜଣେ ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କର ବୟସ ଆନୁମାନିକ ୩୫ରୁ ୪୦ ମଧ୍ୟରେ ହେବ ବୋଲି ପୋଲିସ ଅନୁମାନ କରୁଛି। ଘଟଣା ସ୍ଥଳରେ ପାଟଣା ଥାନାଧିକାରୀ ସୋମନାଥ ଜେନା ଓ ସାହାରପଡ଼ା ଫାଣ୍ଡି ଅଧିକାରୀ ଶିବପ୍ରଶାଦ ଆଇଚ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚିବା ପରେ ତଦନ୍ତ ତ୍ୱରାନ୍ବିତ ହେବ ବୋଲି ପୋଲିସ ସୂଚନା ଦେଇଛି। ତେବେ କେହି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟାକରି ପ୍ରମାଣ ଲୁଚାଇବା ଉଦେଶ୍ୟରେ ଚୁଲୀ ଭିତରେ ମୃତଦେହକୁ ପୁରାଇ ଦେଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri