ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ସ୍ଥାନୀୟ ସଫେଇ କର୍ମଚାରୀ ସଫେଇ କରୁଥିବାବେଳେ ପୋତାଯାଇଥିବା ଅବସ୍ଥାରେ ମୃତ ମହିଳାଙ୍କ ଆଙ୍ଗୁଠି ଦେଖିଥିଲେ। ଏ ନେଇ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲା। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ମୃତା ମହିଳାଙ୍କ ପରିଚୟ ଜଣାପଡି ନ ଥିବାବେଳେ ସେ ଏଠାକୁ କିଭଳି ଆସିଲେ ଓ ତାଙ୍କ ମୃତ୍ୟୁ କେମିତି ହେଲା ତାହା ଅସ୍ପଷ୍ଟ ରହିଛି। ଏ ନେଇ ସଦର ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri