ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୨।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ବେହେରା ସାହିର ଏକ ଆମ୍ବ ଗଛରୁ ମଙ୍ଗଳବାର ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତ ଦେହକୁ ପୋଲିସ ଉଦ୍ଧାର କରିଛି। ମୃତ ମହିଳା ଜଣକ ହେଉଛନ୍ତି ଉକ୍ତ ଗ୍ରାମର ହେମନ୍ତ ବେହେରା ଙ୍କ ସ୍ତ୍ରୀ ଚମ୍ପା ବତୀ ସୁଆର(୩୨)। ଚମ୍ପା ବତୀ ମାନସିକ ରୋଗୀ ବୋଲ ପ୍ରାଥମିକ ତଦନ୍ତରେ ପୋଲିସ ଜାଣିବାକୁ ପାଇଛି। ମିଳିଥିବା ସୂଚନା ଅନୁଯାୟୀ, ଚମ୍ପା ବତୀଙ୍କ ସ୍ବାମୀ ଭୁବନେଶ୍ୱର ରହି କାମ କରନ୍ତି। ସୋମବାର କପୁଣ୍ଡି ଗ୍ରାମରେ ଚାଲିଥିବା ଚବିଶ ପ୍ରହର ନାମ ଯଜ୍ଞ ଦେଖିବାକୁ ସେ ଦେଖିବାକୁ ଯାଇଥିଲେ। ମଙ୍ଗଳବାର ସକାଳୁ ଚମ୍ପା ବତୀଙ୍କ ଘର ସମ୍ମୁଖ ଆମ୍ବ ଗଛରେ ଝୁଲନ୍ତା ମୃତଦେହ ଦେଖିଥିଲେ ସ୍ଥାନୀୟ ଲୋକେ। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛ। ଏ ନେଇ ପାଟଣା ଥାନାରେ ରେ୧୩/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଥାନାଧିକାରୀ ମନୋରଂଜନ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri