ପାରିବାରିକ କଳହରୁ ମହିଳା ନେଲେ ଚରମ ନିଷ୍ପତ୍ତି

ପାଟଣା,୭।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଦାଶରଥିପୁର ଗ୍ରାମର ପତଳା ସାହି ନିକଟ ବିଲ ମଝିରେ ଥିବା ଏକ ମହୁଲ ଗଛରୁ ମଙ୍ଗଳବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତ ମହିଳା ଜଣକ ହେଲେ ଦାଶରଥିପୁର ଗ୍ରାମର ବୁଧୁରାମ ମୁଣ୍ଡାଙ୍କ ସ୍ତ୍ରୀ ସଞ୍ଜୁ ମୁଣ୍ଡା। ସଞ୍ଜୁ ପିନ୍ଧା ଲୁଗାକୁ ବେକରେ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ପାରିବାରିକ କଳହକୁ ନେଇ ସଞ୍ଜୁ ଏଭଳି ଚରମ ନିଷ୍ପତ୍ତି ନେଇଥିବା ପୋଲିସ ଅନୁମାନ କରୁଛି। ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri