ରାସ୍ତାରେ ପଡ଼ିଛି ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ

ଢେଙ୍କିକୋଟ/କେନ୍ଦୁଝର,୨ା୯(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବୁଢ଼ାବଣ ଗ୍ରାମର ଜଣେ ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି କେହି ଦୁର୍ବୃତ୍ତ ନିର୍ମମ ଭାବେ ହତ୍ୟା କରିଥିବା ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାସ୍ତାରେ ଗଣ୍ଡିଟି ପଡ଼ିଥିବା ବେଳେ ସେଠାରେ ମୁଣ୍ଡ ନ ଥିବା ଜଣାପଡ଼ିଛି। ମୃତ ମହିଳା ହେଲେ କେଶ ମହାନ୍ତ। ବୁଧବାର ଦ୍ୱାରିକାପଶି ସାପ୍ତାହିକ ହାଟକୁ ସେ ଲଙ୍କା ବିକ୍ରି କରିବା ପାଇଁ ଯାଇଥିଲେ। ମାତ୍ର ନିଛାଟିଆ ଜଙ୍ଗଲ ରାସ୍ତାରେ ଏକୁଟିଆ ପାଇ କେହି ଧାରୁଆ ଅସ୍ତ୍ରରେ ତାଙ୍କ ବେକରୁ ମୁଣ୍ଡକୁ ଅଲଗା କରି କଟା ମୁଣ୍ଡ ଧରି ପଳାଇଥିବା ସନ୍ଦେହ କରାଯାଉଛି। ଘଟଣାଟି ସନ୍ଧ୍ୟାରେ ଜଣାପଡ଼ିବାରୁ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଏହି ହତ୍ୟାକାଣ୍ଡ ପୂର୍ବଶତ୍ରୁତାରୁ ଘଟିଥିବା ପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ନିଆଁ ଏସିଆ ପାଇଁ ଭଲ ସଙ୍କେତ ନୁହେଁ: କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ, ୩।୩: ହୁ ହୁ ହୋଇ ଜଳୁଛି ଶିମିଳିପାଳ ଅଭୟାରଣ୍ୟ । ଦିନେ କି ଦୁଇଦିନ ନୁହେଁ ପ୍ରାୟ ଗୋଟିଏ ସପ୍ତାହ ହେଲାଣି, ଜଙ୍ଗଲ...

ରବିବାର ଛୁଟି ବାତିଲ କଲେ ସରକାର

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟି ବାତିଲ...

ଖୋଲା ଛାତ ତଳେ ଗଢ଼ା ହେଉଛି ଶିଶୁଙ୍କ ଭବିଷ୍ୟତ

କୋରେଇ,୧୯।୩(ଡିଏନଏ): କୋରେଇ ଅଞ୍ଚଳର ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ କୁନିକୁନି ପିଲା ନିଜ ଅଧିକାରରୁ ବଞ୍ଚିତ୍ତ ହେଉଛନ୍ତି। ୧୫ରୁ...

ରାଜ୍ୟରୁ ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରୁ କରୋନା ନେଇଛି ଆଉ ୭ ମୁଣ୍ଡ। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ୮୪ ବର୍ଷୀୟ ବୃଦ୍ଧ, ୬୪ ବର୍ଷୀୟ ବୃଦ୍ଧ, ୯୬ ବର୍ଷୀୟ ବୃଦ୍ଧ,...

ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ...

ବାଦ୍‌ ପଡ଼ିବ ୩ ହଜାର ଏଫ୍‌ପିଏସ୍‌ କାଉଣ୍ଟର

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶ୍ରମିକମାନେ କାମଧନ୍ଦା ପାଇଁ ଅନ୍ୟ ରାଜ୍ୟକୁ ଚାଲିଯାଉଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସେହି ଲୋକମାନେ କିପରି ଅନ୍ୟ ରାଜ୍ୟରେ ନିଜର ରାଶନ ପାଇପାରିବେ...

ସରକାରୀ ସ୍କୁଲରେ ମିଠା ଦହି ଖାଇ ୨୫ ଛାତ୍ର ଅସୁସ୍ଥ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଞ୍ଚଳରେ ଥିବା ଏକ ପ୍ରମୁଖ ସରକାରୀ ସ୍କୁଲ ହଷ୍ଟେଲରେ ମିଠାଦହି ଖାଇ ୨୫ ଜଣ ଛାତ୍ର ଅସୁସ୍ଥ ହୋଇପଡିଥିଲେ। ପ୍ରଥମେ ବାନ୍ତି...

ଗ୍ରାମ୍ୟ ସଭାପତିଙ୍କୁ ପିଟି ପିଟି ମାରିଦେଲେ

ଗଞ୍ଜାମ,୨୬ା୧୧(ଡି.ଏନ.ଏ.): ପୂର୍ବ ଶତ୍ରୁତାରୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଇରାଶି ପଞ୍ଚାୟତର କଣ୍ଟିଆପଲ୍ଲୀ ଗ୍ରାମ୍ୟ ସଭାପତି କେ.ଗୋବିନ୍ଦ ରେଡ୍ଡୀଙ୍କୁ ଶୁକ୍ରବାର ଠେଙ୍ଗାରେ ପିଟି ହତ୍ୟା କରାଯାଇଛି।...

Advertisement
Archives

Model This Week