ସ୍ବାମୀଙ୍କ ଆଗରେ ଚାଳିଗଲା ସ୍ତ୍ରୀଙ୍କ ଜୀବନ

କେନ୍ଦୁଝର,୨୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଧୀନ ଡଙ୍ଗାପାଣି ନିକଟ ୪୯ ନମ୍ବର ରାଜପଥରେ ଏକ ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ମହିଳାଙ୍କ ସ୍ବାମୀ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି।

ସ୍ବାମୀ, ସ୍ତ୍ରୀ ଏକ ବାଇକ୍‌(ନଂ.ଓଆର୍‌୦୯ ଡବ୍ଲ୍ୟୁ-୭୭୩୮) ଯୋଗେ ଶୁଆକାଟିରୁ କେନ୍ଦୁଝର ଦେଇ ପଦ୍ମପୁର ଯାଉଥିଲେ। ହେଲେ ଡଙ୍ଗାପାଣି ନିକଟ ୪୯ ନମ୍ବର ରାଜପଥରେ ଏକ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ମହିଳାଙ୍କ ସ୍ବାମୀ ଆହତ ହୋଇଛନ୍ତି। ଆଖି ଆଗରେ ସ୍ତ୍ରୀଙ୍କୁ ହରାଇ ସେ ଭାଙ୍ଗି ପଡିଛନ୍ତି। ଦୁର୍ଘଟଣା ପରେ ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri