ସ୍ତ୍ରୀଙ୍କ ବେକକୁ ହାଣିଲେ ଏବିଡିଓ: ଗ୍ରାମବାସୀ ଦେଖିଦେବାରୁ…

ହାଟଡିହୀ,୨।୧୦(ଶୁଭକାନ୍ତ ନାୟକ): ଭଦ୍ରକ ଜିଲା ବନ୍ତ ବ୍ଲକ ଏବିଡିଓ ଦେବୀ ପ୍ରସାଦ ଜେନା ନିଜ ସ୍ତ୍ରୀଙ୍କୁ କୌଣସି ଏକ ଧାରୁଆ ଅସ୍ତ୍ରରେ ବେକକୁ ହାଣିଦେଇଛନ୍ତି। ଫଳରେ ପ୍ରବଳ ରକ୍ତସ୍ରାବ ହେବାରୁ ତାଙ୍କୁ ପ୍ରଥମେ ଶାଳନିଆଁ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପରିସ୍ଥିତି ଗୁରୁତର ହେବାରୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ସୌଦାମିନି ଜେନା(୪୨)। ତେବେ ଏବିଡିଓ ଜେନାଙ୍କ ଘର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ଗ୍ରାମର ଅଟେ। ସ୍ଥାନୀୟ ପଡୋଶୀଙ୍କ କହିବା ଅନୁସାରେ, ଘରୋଇ ଅଶାନ୍ତିରୁ ଏବିଡିଓ ତାଙ୍କ ସ୍ତ୍ରୀ ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ ବେକ ପଛ ପଟକୁ ହାଣିଥିଲେ। ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା।
ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ଏବିଡିଓଙ୍କ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ନାଁରେ ସମ୍ପୃକ୍ତ ବ୍ଲକ୍ତ ବ୍ଲକର ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଯାହାକୁ ନେଇ ସେଠାକାର କର୍ମଚାରୀଙ୍କ ଉଚ୍ଚ ଆଲୋଚନାର ପ୍ରସଙ୍ଗ ସାଜିଥିଲା। ଅଦ୍ୟାବଧି ନନ୍ଦୀପଦା ଥାରେ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ପୋଲିସ ସୁତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ସାବିତ୍ରୀ ଅମାବାସ୍ୟା ଦିନ ସ୍ତ୍ରୀଙ୍କୁ ପିଟିଥିଲେ ହାତୁଡିରେ, ଏବେ ଆସିଲା ରାୟ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଆସିଷ୍ଟାଣ୍ଟ ସେସନ ଜଜ୍‌ (ସ୍ବତନ୍ତ୍ର ଟ୍ରାକ କୋର୍ଟ) ସୌଦାମିନୀ ସିଂ ଏକ ଯୌତୁକ ନିର୍ଯାତନା ମାମଲାରେ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ…

ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ବଡ଼ କଥା କହିଦେଲେ ରାଘବ ଚଢା: ଏହି ୩ ଜଣଙ୍କ ନାଁ ନେଇ କହିଲେ…

ନୂଆଦିଲ୍ଲୀ,୪।୫: ନିକଟରେ AAP ଛାଡି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢା ବିଧାନସଭା ନିର୍ବାଚନରେ ଭାଜପାକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ…

ରାହୁଲ ଗାନ୍ଧୀଙ୍କ ସହ ବିବାହ ଚର୍ଚ୍ଚାକୁ ନେଇ ମୁହଁ ଖୋଲିଲେ କଙ୍ଗନା: କହୁ କହୁ କହିଦେଲେ…

ଅଭିନେତ୍ରୀ କଙ୍ଗନା ରାଣାୱତ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ନିକଟରେ କଙ୍ଗନା ଏବଂ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଏକ ରିପୋର୍ଟ ଭାଇରାଲ ହୋଇଛି। ଏହି ରିପୋର୍ଟ ପଢିବା ପରେ…

ବାହାଘର ଭୋଜି ଖାଇ ଫେରୁଥିଲେ:  ରାସ୍ତାରେ ହେଲା ଭୟଙ୍କର ଦୁର୍ଘଟଣା

ମୋହନା,୪।୫(ମନ୍ମଥ ମିଶ୍ର): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରିସ୍ଥିତ କୃଷି ଉଦ୍ୟାନ କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ବାଇକ ମୁହାମୁହିଁ ଧକ୍କାହୋଇ  ଘଟଣାସ୍ଥଳରେ ଜଣେ ମୃତ, ଛଅ ଜଣ…

ଆରସିବିକୁ ବଡ଼ ଝଟ୍‌କା: ସ୍ୱଦେଶ ଫେରିଲେ ଫିଲ୍‌ ସଲ୍ଟ

ନୂଆଦିଲ୍ଲୀ,୪ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଓପନର ଇଂଲଣ୍ଡର ଫିଲ୍‌ ସଲ୍ଟ ସ୍ୱଦେଶ ଫେରିଛନ୍ତି। ଗତ ମାସରେ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା। ତାଙ୍କର କ୍ଷତର ଗଭୀରତା…

ଆନ୍ଧ୍ର ହାଟରେ ଗଛ ଉପୁଡ଼ି ଓଡ଼ିଶାର ଦୁଇ ମହିଳା ମୃତ: ୨ ଗୁରୁତର

ନନ୍ଦପୁର/ପାଡୁଆ,୪।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାକୁ ଲାଗି ରହିଥିବା ଆନ୍ଧ୍ର ପେଦାବାଇଲି ସୋମବାର ହାଟରେ କାଳବୈଶାଖୀ ତାଣ୍ଡବ ରଚିଛି। ଅପରାହ୍ନରେ ହାଟରେ ଗହଳି…

ପଶ୍ଚିମବଙ୍ଗରେ ଦିଦି ସରକାରର ପତନ! ହାର୍‌ ମାନିଲେ ମମତାଙ୍କ ପୁତୁରା, କହିଲେ…

କୋଲକାତା,୪।୫: ୪ମେ’ ରେ ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଟିଏମସିର ୧୫ ବର୍ଷର ଶାସନର ଅନ୍ତ ଘଟାଇଛି। ଭାଜପା ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି। ଏହାର…

ଜୟ ଶ୍ରୀରାମ ନାରାରେ କମ୍ପିଲା: ଭଞ୍ଜନଗରରେ ଭାଜପାର ବିଜୟ ଉତ୍ସବ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ଫଳାଫଳ ପ୍ରାୟ ଆସିଯାଇଛି। ଏଥିରେ ପ୍ରଥମଥର ପାଇଁ ଭାଜପା ପଶ୍ଚିମବଙ୍ଗରେ କ୍ଷମତା ଦଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri