ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ବରଗଡ଼,୨୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଜଣେ ମହିଳାଙ୍କ ଆତ୍ମାହୁତି ଧମକ ଚର୍ଚ୍ଚାର ବିଷୟ ହୋଇଛି। ମହିଳା ଜଣକ ଭଟଲି ବ୍ଲକ ଚଢେଇଗାଁ ଗ୍ରାମର। ତାଙ୍କୁ ନ ଜଣାଇ ତାଙ୍କ ଜମିରେ କୁଟୀରଶିଳ୍ପ ତିଆରି ହୋଇଛି ଏବଂ ଏ ନେଇ ବାରମ୍ବାର ଜଣାଇବା ସତ୍ତ୍ୱେ କିଛି ସୁଫଳ ମିଳି ନ ଥିବା ସେ ଅଭିଯୋଗ କରିଛନ୍ତି। ବେଳେ ତାଙ୍କୁ ବିନା ନୋଟିସ୍‌ ଦେଇ ବେଆଇନ ଭାବେ ତାହା ତିଆରି ହୋଇଥିବା ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ସେ କିରୋସିନ ଧରି ଧରି ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ ଏବଂ ନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବେ ବୋଲି ଧମକ ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମହିଳା ଜଣଙ୍କୁ ବୁଝାଶୁଝା କରିଥିଲା ଏବଂ ଥାନାକୁ ନେଇ ଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

‘ତୁମେ ମୋଠାରୁ…,’ କୁନି ପ୍ରଶଂସକଙ୍କ ପ୍ରଶ୍ନର ଏମିତି ଉତ୍ତର ଦେଇ ସଭିଙ୍କ ହୃଦୟ ଜିତିଲେ ବୁମରାହ

ନୂଆଦିଲ୍ଲୀ,୧୩।୨: ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ତାଙ୍କର ଭଲ ବୋଲିଂ ପାଇଁ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ତଥାପି, ଏବେ ସେ ପଡ଼ିଆ ବାହାରେ ଏପରି କିଛି…

ପୁରୀରେ ବୁଲିଲା ଖଣ୍ଡା: ୨ ଯୁବକଙ୍କୁ ଖଣ୍ଡାରେ ହାଣି ଆତଙ୍କ ସୃଷ୍ଟି କଲେ ଦୁର୍ବୃତ୍ତ

ପୁରୀ,୧୩।୨ (ଅଜିତ୍‌ କୁମାର ମହାନ୍ତି): ପୁଣି ପୁରୀରେ ବୁଲିଲା ଖଣ୍ଡା। ସାମାନ୍ୟ କଥାକୁ କେନ୍ଦ୍ରକରି ଦୁଇଜଣ ଯୁବକଙ୍କୁ ଖଣ୍ଡାରେ ହାଣି ଆତଙ୍କ ସୃଷ୍ଟି କଲେ ଦୁର୍ବୃତ୍ତ। ପୁରୀ…

ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା: ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌

ଭୁବନେଶ୍ୱର,୧୩ା୨: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ୪ ସହର ଯଥା ପୁରୀ, ପାରାଦୀପ, ଭୁବନେଶ୍ୱର…

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର…

ନାମ୍ବିଆକୁ ହରାଇବା ପରେ ପାକିସ୍ତାନକୁ ଚକିତ କଲା ଭଳି କଥା କହିଦେଲେ ସୂର୍ଯ୍ୟ, ଇଙ୍ଗିତ କରି କହିଲେ…

ନୂଆଦିଲ୍ଲୀ,୧୩।୨: ICC ଟି-୨୦ ବିଶ୍ୱକପ ୨୦୨୬ର ୧୮ତମ ମ୍ୟାଚ ଫେବୃଆରୀ ୧୨ ତାରିଖରେ ଭାରତ ଏବଂ ନାମ୍ବିଆ ମଧ୍ୟରେ ଅନୁଷ୍ଠିତ ହୋଇଛି। ଏହି ମ୍ୟାଚ ଦିଲ୍ଲୀର ଅରୁଣ…

ମାତ୍ର ୨ ବଲ୍‌ରେ ବଡ଼ ରେକର୍ଡ ଭାଙ୍ଗିଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପଡ଼ିଆରେ ରୋମାଞ୍ଚକର ଯୁଦ୍ଧ

ନୂଆଦିଲ୍ଲୀ,୧୩।୨: ୨୦୨୬ ଟି-୨୦ ବିଶ୍ୱକପର ୧୮ତମ ମ୍ୟାଚରେ ଟିମ ଇଣ୍ଡିଆ ନାମ୍ବିଆ ବିପକ୍ଷରେ ସହଜ ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ…

ICC ଅଧ୍ୟକ୍ଷ ହେବା ପରେ ସବୁ ଚିତ୍ର ବଦଳାଇ ଦେଲେ ଜୟ ଶାହା, ହେଉଛି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୩।୨: କ୍ରିକେଟ ନାମ୍ବିଆର ସଭାପତି ରୁଡି ଭାନ ଭୁରେନ ଗୁରୁବାର କହିଛନ୍ତି ଯେ ୱିଣ୍ଡହୋକରେ ନୂତନ କ୍ରିକେଟ ଷ୍ଟାଡିୟମ ନିର୍ମାଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri