ପାଣି ପାଇଁ ଗରା ଧରି ରାସ୍ତା ରୋକୋ

ଜୟପୁର,୨୭।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସହର କୁମ୍ବାରସାହିରେ ମହିଳାମାନେ ପାଣି ପାଇଁ ସୋମବାର ଗରା ଧରି ରାସ୍ତା ଅବରୋଧ କରଥିଲେ। ଦୀର୍ଘ ୧୫ ଦିନ ହେବ କୁମ୍ବାରସାହିରେ ପାଇପରେ ପାଣି ଆସୁ ନାହିଁ ।

ପ୍ରବଳ ଗ୍ରୀଷ୍ଣପ୍ରବାହ ଜାରି ରହିଥିବା ବେଳ ପାଣି ପାଇଁ ସାହିବାସିନ୍ଦା ନାହିଁ ନ ଥିବା ହଇରାଣ ହୋଉଛନ୍ତି। ଉକ୍ତ ସାହିରେ ଦେଢ ଶହ ଘର ରହିଥିବା ବେଳେ ଲୋକ ସଂଖ୍ୟା ୪ ଶହ ରହିଛି। ସ୍ଥାନୀୟ କାଉନସିଲର ସୀମାଞ୍ଚଳ ବିଷୋୟୀଙ୍କ ନେତୃତ୍ୱରେ ମହିଳାମାନେ ରାସ୍ତାରୋକା କରିଥିଲେ।

ଖବର ପାଇ ଟାଉନଥାନା ପୋଲିସ ଓ ବିଭାଗୀୟ ଅଧିକାରୀମାନେ ପହଞ୍ଚି ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ମହିଳାମାନେ ରାସ୍ତା ରୋକୋ ପ୍ରତ୍ୟାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri