Posted inଫୁରସତ

ହଠାତ୍‌ କୋମାରୁ ଉଠି ମହିଳା କହିଲେ, ମୁଁ ଭଗବାନଙ୍କୁ ଭେଟିଲି: ଆଉ ତା’ପରେ…

ଯେତେ ପ୍ରକାର ରୋଗ ବଢୁଛି, ଚିକିତ୍ସା ବିଜ୍ଞାନରେ ସେତେ ଅଧିକ ଅଗ୍ରଗତି ହୋଇଛି। ପ୍ରାୟ ସମସ୍ତ ରୋଗର ଚିକିତ୍ସା ବର୍ତ୍ତମାନ ସମ୍ଭବ ହୋଇଛି। କିନ୍ତୁ ବେଳେବେଳେ ଏପରି କିଛି ଚମତ୍କାର ଘଟେ, ଯାହା ପ୍ରକୃତି ଏବଂ ଭଗବାନଙ୍କ ଉପରେ ଲୋକଙ୍କ ବିଶ୍ୱାସ ବଢିଯାଏ। ଆମେରିକାରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ମହିଳା ଦାବି କରିଛନ୍ତି ଯେ ସେ ଭଗବାନଙ୍କୁ ଭେଟିଛନ୍ତି। କେବଳ ଏତିକି ନୁହେଁ, ସେ ଏହା ମଧ୍ୟ କହିଛନ୍ତି ଯେ ସେ ଏହାର ପ୍ରମାଣ ଡାକ୍ତରଙ୍କୁ ଦେଇଛନ୍ତି।
ପେନି ୱିଥ୍‌ବ୍ରୋଡ୍‌ ନାମକ ଜଣେ ମହିଳା ହଠାତ୍‌ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କଲେ। ତାଙ୍କ ପରିବାର ସଦସ୍ୟ ତାଙ୍କୁ ଏକ ବଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ସେ କୋମାକୁ ପଳାଇଥିଲେ। ତାଙ୍କୁ ଅକ୍ସିଜେନ୍‌ ସହାୟତାରେ ରଖାଯାଇଥିଲା।
ଏହି ସମୟରେ ହଠାତ୍‌ ସେ କୋମାରୁ ବାହାରି ଆସି ଦାବି କରିଥିଲେ ଯେ, ସେ କୋମାକୁ ଯିବା ପରେ ଭଗବାନଙ୍କୁ ଭେଟିଛନ୍ତି। ତାଙ୍କ ଦାବିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପ୍ରଥମେ ସେ ଏକ ଉଜ୍ଜ୍ୱଳ ଆଲୋକ ଦେଖିଲେ ଏବଂ ପରେ ଭଗବାନ ତାଙ୍କ ସାମ୍ନାରେ ଦେଖାଗଲେ। ଏହାପରେ ମହିଳା ଭଗବାନଙ୍କୁ ତାଙ୍କ ସଂଘର୍ଷ ଏବଂ ପରିବାରର ଦୁଃଖ ବିଷୟରେ ଜଣାଇଥିଲେ। ଭଗବାନ ଏହାର ଉତ୍ତର ଦେଇ କହିଥିଲେ, ଏହି ଯନ୍ତ୍ରଣା ପରବର୍ତ୍ତୀ ସମୟରେ ଖୁସି ଆଣିବ। କୋମାରୁ ଫେରିବା ପରେ ନର୍ସ ଜଣଙ୍କ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri