Posted inଜାତୀୟ

ଆମେରିକା ଫେରନ୍ତା ମହିଳାଙ୍କୁ କରୋନା

ଜବଲପୁର,୩୧ା୧୨: ଆମେରିକାରୁ ମଧ୍ୟପ୍ରଦେଶର ଜବଲପୁରକୁ ଫେରିଥିବା ଜଣେ ୩୮ ବର୍ଷୀୟ ମହିଳା କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୩ ତାରିଖରେ ମହିଳା ଜଣକ ତାଙ୍କ ସ୍ବାମୀ ଓ ଝିଅଙ୍କ ନୂଆଦିଲ୍ଲୀ ଓ ଆଗ୍ରା ଦେଇ ଜବଲପୁରରେ ପହଞ୍ଚତ୍ଥିଲେ। ତାଙ୍କୁ ଥଣ୍ଡା ଓ କାଶ ହୋଇଥିବାରୁ କୋଭିଡ୍‌ ପରୀକ୍ଷା କରାଇବା ପରେ ପଜିଟିଭ୍‌ ଜଣାପଡ଼ିଥିଲା। ତାଙ୍କ ନମୁନାର ଜିନୋମ ସିକ୍ୱେନ୍ସିଂ ପାଇଁ ଗ୍ବାଲିୟରର ଡିଆର୍‌ଡିଓ ଲାବରେଟୋରିକୁ ପଠାଯାଇଛି। ଆମେରିକାରେ କାର୍ଯ୍ୟ କରୁଥିବା ଏହି ମହିଳା ଜଣଙ୍କ କୋଲକାତାରେ ଏକ ପାରିବାରିକ ଉତ୍ସବରେ ଯୋଗଦେବା ଲାଗି ୩ ସପ୍ତାହ ପାଇଁ ଭାରତ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri