Posted inଜାତୀୟ

ଆମେରିକା ଫେରନ୍ତା ମହିଳାଙ୍କୁ କରୋନା

ଜବଲପୁର,୩୧ା୧୨: ଆମେରିକାରୁ ମଧ୍ୟପ୍ରଦେଶର ଜବଲପୁରକୁ ଫେରିଥିବା ଜଣେ ୩୮ ବର୍ଷୀୟ ମହିଳା କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୩ ତାରିଖରେ ମହିଳା ଜଣକ ତାଙ୍କ ସ୍ବାମୀ ଓ ଝିଅଙ୍କ ନୂଆଦିଲ୍ଲୀ ଓ ଆଗ୍ରା ଦେଇ ଜବଲପୁରରେ ପହଞ୍ଚତ୍ଥିଲେ। ତାଙ୍କୁ ଥଣ୍ଡା ଓ କାଶ ହୋଇଥିବାରୁ କୋଭିଡ୍‌ ପରୀକ୍ଷା କରାଇବା ପରେ ପଜିଟିଭ୍‌ ଜଣାପଡ଼ିଥିଲା। ତାଙ୍କ ନମୁନାର ଜିନୋମ ସିକ୍ୱେନ୍ସିଂ ପାଇଁ ଗ୍ବାଲିୟରର ଡିଆର୍‌ଡିଓ ଲାବରେଟୋରିକୁ ପଠାଯାଇଛି। ଆମେରିକାରେ କାର୍ଯ୍ୟ କରୁଥିବା ଏହି ମହିଳା ଜଣଙ୍କ କୋଲକାତାରେ ଏକ ପାରିବାରିକ ଉତ୍ସବରେ ଯୋଗଦେବା ଲାଗି ୩ ସପ୍ତାହ ପାଇଁ ଭାରତ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଡିଏ କି ୟୁପିଏକୁ ମିଳିବନି ସଂଖ୍ୟାଗରିଷ୍ଠତା :ଦେବେଗୌଡ଼ାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୭ା୪(ପି.ଟି.): ଏଥର କେନ୍ଦ୍ରରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) କିମ୍ବା ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ୟୁପିଏ) ସଂଖ୍ୟାଗରିଷ୍ଠତା ହାସଲ କରିପାରିବେ ନାହିଁ। ଟିଏମ୍‌ସି ନେତ୍ରୀ ମମତା...

ଆହତ ମାଙ୍କଡକୁ ଡାକ୍ତରଖାନା ନେବା ପାଇଁ କାର୍‌ ପଠାଇଲେ ମାନେକା ଗାନ୍ଧୀ

ବେଙ୍ଗାଲୁରୁ,୧୮।୧୧: ଆହତ ମାଙ୍ଗଡ ସହାୟତା ଦେବା ପାଇଁ ଆଗେଇ ଆସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ମାନେକା ଗାନ୍ଧୀ। ଜଣେ ଖବରଦାତା ଆହତ ମାଙ୍କଡକୁ ସହାୟତା ପାଇଁ ଟୁଇଟ୍‌...

ସରକାରୀ ମେଡିକାଲରେ ବିଛାଡ଼ି ହୋଇ ପଡ଼ିଛି ମୃତଦେହ

ଭୋପାଳ, ୧୨ା୪- ମେଡିକାଲରେ ଏଣେତେଣ ପଡ଼ି ରହିଛି ମୃତଦେହ। କେବଳ ଚଟାଣାରେ କିମ୍ବା ବାହାରେ ନୁହେଁ, ମେଡିକାଲ ପରିସରରେ ଯେଉଁଠାରେ ଫାଙ୍କା ଯାଗ ମିଳିଲା ସେଠାରେ...

ନାବାଳକ ଅଙ୍ଗଦାନ କରିପାରିବେ କି ? ପିତାଙ୍କ ଲାଗି ପୁତ୍ରଙ୍କୁ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି…

ନୂଆଦିଲ୍ଲୀ, ୧୦।୯ : ନାବାଳକ ଅଙ୍ଗଦାନ କରି ପାରିବେ କି ନାହିଁ ସେନେଇ ସୁପ୍ରିମ୍‌କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଗୁରୁତର ଅସୁସ୍ଥ ଥିବା ପିତାଙ୍କ...

ହରିଶ ସାଲ୍‌ଭେ ହେଲେ ବ୍ରିଟେନ କ୍ୟୁସି

ନୂଆଦିଲ୍ଲୀ,୧୭।୧(ଆଇଏଏନ୍‌ଏସ୍‌):ପୂର୍ବତନ ସଲିସିଟର ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ହରିଶ ସାଲଭେଙ୍କୁ ଇଂଲଣ୍ଡ ଓ ଓ୍ବେଲ୍ସ କୋର୍ଟଗୁଡ଼ିକରେ ବ୍ରିଟେନ ରାଣୀଙ୍କ ଓକିଲ (କ୍ୟୁସି) ଭାବେ ନିଯୁକ୍ତି ଦିଆଯାଇଛି।...

ଅଟଳ ଜୀଙ୍କ ପ୍ରଥମ ପୁଣ୍ୟତିଥିରେ ଜାଣନ୍ତୁ କିଛି ଅଜଣା କଥା

ନୂଆଦିଲ୍ଲୀ, ୧୬।୮:୧୯୨୪ ମସିହା ଡିସେମ୍ବର ୨୫ତାରିଖରେ ଅଟଳ ବିହାରୀ ବାଜପେୟୀଙ୍କ ଗୋଆଲିଅର ଜନ୍ମ ହୋଇଥିଲା। ମା’ଙ୍କ ନାମ କ୍ରିଷ୍ଣା ଦେବୀ ଓ ବାପାଙ୍କ ନାମ କ୍ରିଷ୍ଣବିହାରୀ...

୨ ଦିନ ପରେ କବରରୁ ଉଠିଲେ ମୃତ ବ୍ୟକ୍ତି !

କାନପୁର, ୯।୮: ଉତ୍ତରପ୍ରଦେଶରେ ପୋଲିସ ବିଭାଗର ମନମୁଖୀ ତଦନ୍ତ ଯୋଗୁ ସାଧାରଣ ଲୋକେ ହଇରାଣ ହେବାରେ ଲାଗିଛିନ୍ତି। ପୋଲିସ ବାବୁମାନେ ଜୀବିତ ଲୋକଙ୍କୁ କାଗଜପତ୍ରରେ ମୃତ...

ଫାରୁକ୍‌ ଅବଦୁଲାଙ୍କ ବିବାଦୀୟ ମନ୍ତବ୍ୟ: ଚାଇନା ସହାୟତାରେ ପୁଣି ଲାଗୁହେବ ଅନୁଚ୍ଛେଦ ୩୭୦

ଶ୍ରୀନଗର, ୧୧।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲାଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଫାରୁକ୍‌ ରବିବାର କହିଛନ୍ତି ଯେ, ଚାଇନା...

Advertisement
Archives

Model This Week