Posted inଫୁରସତ

ଦୀପାବଳି ଅବସରରେ ନିଜକୁ ଲାଇଟ୍‌ରେ ସଜେଇଲେ ମହିଳା, ଭାଇରାଲ ହେଉଛି ଭିଡିଓ, ଦେଖିଲେ କହିବେ…

ଭାରତରେ ଅନେକ ସୁନ୍ଦର ପର୍ବ ପାଳନ କରାଯାଏ। ଏଥିମଧ୍ୟରୁ ଗୋଟିଏ ହେଉଛି ଦୀପାବଳି। ଯାହାକୁ ବେଶ୍‌ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଏ। ଆଜିର ଦିନରେ କ୍ୟାଣ୍ଡେଲ୍‌ ଏବଂ ଦୀପ ସବୁଠି ଜଳାଯାଏ। ବିଶେଷକରି ଲୋକମାନେ ଏବେ ନିଜ ଘରକୁ ଏଲ୍‌ଇଡି ଲାଇଟରେ ମଧ୍ୟ ସଜାଉଛନ୍ତି। ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ମହିଳା କେବଳ ନିଜ ଘରକୁ ସଜାଇ ନାହାନ୍ତି ବରଂ ନିଜକୁ ଲିଚୁ ଲାଇଟ୍‌ରେ ମଧ୍ୟ ସଜାଇଛନ୍ତି।

 

View this post on Instagram

 

A post shared by Varsha Bai (@varsha.yadav777)

ଆପଣ ନିଶ୍ଚୟ ଦେଖିଥିବେ ଲୋକମାନେ ନିଜ ପୋଷାକକୁ ଲେସ୍‌ ଏବଂ ଲାଇଟ୍‌ରେ ସଜାନ୍ତି। ଏହି ଚକଚକିଆ ଜରି ପୋଷାକ ଆଲୋକରେ ଆହୁରି ଅଧିକ ଉଜ୍ଜ୍ୱଳ ଦେଖାଯାଇଥାଏ। ଜଣେ ମହିଳା ଏସବୁଠାରୁ ଭିନ୍ନ ଭାବରେ ଚିନ୍ତା କଲେ ଏବଂ ତାଙ୍କ ପୋଷାକକୁ ଆହୁରି ସୁନ୍ଦର କରିବା ପାଇଁ ସେ ନିଜ ଓଢ଼ଣୀରେ ଉପରେ ଏପରି ରଙ୍ଗିନ ଆଲୋକ ଲଗାଇଛନ୍ତି ଏହା ଡିସ୍କୋ ଲାଇଟ୍‌ ପରି ବୁଲିବା ଆରମ୍ଭ କଲା।

ଭାଇରାଲ ହେଉଥିବା ଭିଡିଓରେ ଆପଣ ଦେଖିପାରିବେ ଜଣେ ମହିଳା ଲେହେଙ୍ଗା ଏବଂ ଚୁନି ପିନ୍ଧିଛନ୍ତି। ଦେଶୀ ଷ୍ଟାଇଲ୍‌ରେ ମହିଳା ଜଣକ ଖୁବ୍‌ ସୁନ୍ଦର ଦେଖାଯାଉଛନ୍ତି।

ଏହି ଭିଡିଓଟି varsha.yadav ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି। ଏହି ଭିଡିଓକୁ ପ୍ରାୟ ୫ ଲକ୍ଷ ଲୋକ ପସନ୍ଦ କରିଛନ୍ତି ଏବଂ ଲକ୍ଷାଧିକ ଲୋକ ଏହାକୁ ଦେଖିଛନ୍ତି। ଭିଡିଓରେ ଲୋକମାନେ କୌତୂହଳପୂର୍ଣ୍ଣ ମନ୍ତବ୍ୟ ବି ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ‘ଯେତେବେଳେ ତୁମର ଶାଶୁ କୁହନ୍ତି, କିଛି ଚକଚକିଆ ପୋଷାକ ପିନ୍ଧ। ଅନ୍ୟ ଜଣେ ୟୁଜର ତାଙ୍କୁ ‘ଶ୍ରୀମତୀ ବିଜ୍‌ଲି ଦେବୀ’ କହିଛନ୍ତି। ଭିଡିଓଟି ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri